‘ବନକଲାଗି’ ନୀତି ପାଇଁ ୪ଘଣ୍ଟା ଯାଏଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ
ପୁରୀ : ଶ୍ରୀଜଗନ୍ନାଥ ମନ୍ଦିରରେ ବୁଧବାର ହେବାକୁ ଥିବା ମହାପ୍ରଭୁଙ୍କ ଗୁପ୍ତନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଏହି ସମୟ ମଧ୍ୟରେ ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ନାହିଁ ।
ମିଳିଥିବା ସୂଚନା ଅନୁଯାୟୀ ଆଜି ଶ୍ରୀମନ୍ଦିରରେ…