ଜାମ୍ମୁ-କାଶ୍ମୀର: ପୁଲୱାମା ଏନକାଉଣ୍ଟରେ ୨ ଆତଙ୍କବାଦୀ ମୃତ
ଶ୍ରୀନଗର : ଜାମ୍ମୁ-କାଶ୍ମୀର ଅନ୍ତର୍ଗତ ପୁଲୱାମା ଜିଲ୍ଲାର ଟ୍ରାଲ ସେକ୍ଟର ନିକଟସ୍ଥ ଗୁଲଶନପୋରା ଅଞ୍ଚଳରେ ଗୁରୁବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି ।
ମିଳିଥିବା ସୂଚନା ଅନୁଯାୟୀ ପୁଲୱାମା ଜିଲ୍ଲା ନିକଟସ୍ଥ ଟ୍ରାଲ ସେକ୍ଟର ନିକଟସ୍ଥ…