ବିଜେପିରେ ଯୋଗଦେଲେ ପୂର୍ବତନ ଓଡ଼ିଶା କ୍ୟାଡ଼ର ଆଇଏଏସ ଅଧିକାରୀ ଅପରାଜିତା ଷଡ଼ଙ୍ଗୀ
ଭୁବନେଶ୍ୱର: ପୂର୍ବତନ ଆଇଏଏସ ଅଧିକାରୀ ଅପରାଜିତା ଷଡ଼ଙ୍ଗୀ ମଙ୍ଗଳବାର ଦିନ ନୂଆଦିଲ୍ଲୀଠାରେ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି ।
ମିଳିଥିôବା ସୂଚନାନୁଯାୟୀ, ଅପରାଜିତା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହାଙ୍କ ୧୧, ଆକବରରୋଡ଼ସ୍ଥିତ କାର୍ଯ୍ୟାଳୟ ବାସଭବନରେ ସକାଳ…