ଜାମ୍ମୁ-କାଶ୍ମୀର: ଏନକାଉଣ୍ଟରରେ ୬ ଆତଙ୍କବାଦୀ ନିପାତ
ଶ୍ରୀନଗର : ଜାମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲ୍ଲାର ବିଜଭେରା ସେକିପୋରା ଅଞ୍ଚଳରେ ଶୁକ୍ରବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୬ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି ।
ସୂଚନା ଅନୁଯାୟୀ କିଛି ଆତଙ୍କବାଦୀ ଅନନ୍ତନାଗ ଜିଲ୍ଲାର ବିଜଭେରା ସେକିପୋରା ଅଞ୍ଚଳରେ ଲୁଚି ରହିଥିବା…