ତିତଲି ବାତ୍ୟା: ଓଡ଼ିଶାର ୫ଟି ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ
ଭୁବନେଶ୍ୱର : ବାତ୍ୟା ତିତଲି ତୀବ୍ର ଗତିରେ ଓଡ଼ିଶା ଉପକୂଳ ଆଡେ ମୁହାଁଉଥିବାବେଳେ ଆଉ ମାତ୍ର ୧୨ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଛୁଇଁବ । ଏହାକୁ ନଜରରେ ରଖି ଛାତ୍ରଛାତ୍ରୀମାନଙ୍କ ସୁରକ୍ଷା ପାଇଁ ସରକାର ୫ଟି ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ସମେତ ଅଙ୍ଗନବାଡି କେନ୍ଦ୍ର ଗୁଡିକୁ ଛୁଟି ଘୋଷଣା…