ବାତ୍ୟା ଆଶଙ୍କା, ଲଘୁଚାପ ନେଲା ଅବପାତର ରୂପ
ଭୁବନେଶ୍ୱର : ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ଆଶଙ୍କା ନେଇ ପୂର୍ବାନୁମାନ କରାଯାଇଛି ।
ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେଧିରେ ଅବପାତରେ ପରିଣତ ହେଉଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଡିପ ଡିପ୍ରେସନରେ ପରିଣତ ହେବା ନେଇ ବିଭାଗ…