ଓଡିଶା ପୌର ନିର୍ବାଚନ ସ୍ଥାନ ସଂରକ୍ଷଣ ମାମଲା: ହାଇକୋର୍ଟଙ୍କ ରାୟକୁ କାଏମ ରଖିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ : ପୌର ନିର୍ବାଚନରେ ଆସନ ସଂରକ୍ଷଣ ମାମଲାରେ ସର୍ବୋଚ୍ଚ ଅଦାଲତ ଉଚ୍ଚ ନ୍ୟାୟାଳୟଙ୍କ ରାୟକୁ କାୟମ ରଖିଛନ୍ତି ।
ସୂଚନା ଅନୁଯାୟୀ ଏହି ଆସନ ସଂରକ୍ଷଣ ୫୦ ପ୍ରତିଶତରୁ ଅଧିକ ହେବ ନାହିଁ ବୋଲି ସୁପ୍ରିମକୋର୍ଟର ବିଚାରପତି ୟୁ ୟୁ ଲଳିତ ଓ ବିଚାରପତି ଅଶୋକ ଭୂଷଣଙ୍କ ଖଣ୍ଡପୀଠ ଆଜି…