ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଛଟେଇ ହେବା ନେଇ ରାଜ୍ୟ ସରକାରଙ୍କ ନିଷ୍ପତ୍ତି
ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ବିଭାଗରେ କାମ କରୁଥିବା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ମାନଙ୍କୁ ଛଟେଇ କରିବା ନେଇ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି ରାଜ୍ୟ ସରକାର ।
ସୂଚନା ଅନୁଯାୟୀ ଗତ ୪ବର୍ଷ ଧରି ଅବସରପ୍ରାପ୍ତ କର୍ମଚାରୀମାନେ ରାଜ୍ୟର ବିଭିନ୍ନ ସରକାରୀ ବିଭାଗରେ…