ମାଡ଼ି ଆସୁଛି ପ୍ରଳୟଙ୍କରୀ ବନ୍ୟା, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ‘ଏସଆରସି’ଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି । ତେବେ ମହାନଦୀର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବୃଷ୍ଟିପାତ ହେବାରୁ ମହାନଦୀରେ ନିଶ୍ଚିତ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି । ମହାନଦୀରେ ବଡ଼ ବନ୍ୟା ଆସୁଥିବା ଏବଂ ଏନେଇ ସତର୍କ…