ଆଗାମୀ ୨୪ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣିବଳୟ ଧିରେଧିରେ ଘନୀଭୂତ ହୋଇ ଲଘୁଚାପର ରୂପ ନେଉଛି । ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ପାଖାପାଖି ୧୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ…