ବିଧାନ ପରିଷଦ ଗଠନ ପ୍ରସ୍ତାବକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ
ଭୁବନେଶ୍ୱର : ରାଜ୍ୟ ସଚିବାଳୟ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜ୍ୟରେ ବିଧାନ ପରିଷଦ ଗଠନ ପ୍ରସ୍ତାବକୁ ମଞ୍ଜୁରି ମିଳିଯାଇଛି ।
ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏ…