ଆରପାରିରେ ବରିଷ୍ଠ ସାମ୍ବାଦିକ କୁଳଦୀପ ନାୟାର
ନୂଆଦିଲ୍ଲୀ : ବରିଷ୍ଠ ସାମ୍ବାଦିକ ତଥା ଲେଖକ କୁଳଦୀପ ନାୟାର ୯୫ ବର୍ଷ ବୟସରେ ଇହଲୀଳା ତ୍ୟାଗ କରିଛନ୍ତି । ସେ ଏକାଧାରାରେ ଥିଲେ ଜଣେ ବରିଷ୍ଠ ସାମ୍ବାଦିକ, ଲେଖକ, ଉଚ୍ଚକୋଟିର ସ୍ତମ୍ଭକାର ଏବଂ ପୂର୍ବତନ ରାଜ୍ୟସଭା ସାଂସଦ ମଧ୍ୟ ।
ନୂୂଆଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ…