ପ୍ରବଳ ବର୍ଷା ଆଶଙ୍କା: ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କ ସୂଚନା
ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅନୁଭୁତ ହୋଇଥିବା ଘୂର୍ଣ୍ଣିବଳୟ କ୍ରମେ ଲଘୁଚାପରେ ରୂପାନ୍ତରିତ ହେଉଛି । ତେଣୁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶାର ୧୧ଟି ଜିଲ୍ଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସତର୍କ ସୂଚନା ଜାରି କରାଯାଇଛି ।…