ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ୫ଟି ଜିଲ୍ଲାକୁ ସତର୍କ ସୂଚନା ଜାରି
ଭୁବନେଶ୍ୱର : ରାଜ୍ୟରେ ଅନବରତ ପ୍ରବଳ ବର୍ଷା ଲାଗି ରହିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଅବପାତର ରୂପ ନେଉଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପାଖାପାଖି ଦକ୍ଷିଣ ଓ…