ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ୫ ଲକ୍ଷ ଟଙ୍କାର ମାଗଣା ସ୍ୱାସ୍ଥ୍ୟ ସୁରକ୍ଷା ସହାୟତା ପାଇବେ ରାଜ୍ୟର ସାଢେ ୩ କୋଟି ଲୋକ
ଭୁବନେଶ୍ୱର : ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ବଡ଼ ଘୋଷଣା କରିଛନ୍ତି । ଆଗାମୀ ଅଗଷ୍ଟ ୧୫ ତାରିଖରୁ ‘ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା’ କାର୍ଯ୍ୟକାରୀ ହେବ । ଏହି ସ୍ୱାସ୍ଥ୍ୟ ଯୋଜନା ଅନୁସାରେ ରାଜ୍ୟର ୭୦ ଲକ୍ଷରୁ ଅଧିକ ପରିବାର ଅର୍ଥାତ୍ ଏହି ଯୋଜନାରେ ରାଜ୍ୟର ସାଢେ ୩ ଲକ୍ଷରୁ…