କଂଗ୍ରେସର ସାଂଗଠନିକ ବୈଠକ: ତୃଣମୂଳ ସ୍ତରରୁ କଂଗ୍ରେସକୁ ମଜବୁତ କରିବାକୁ ଲକ୍ଷ୍ୟ
ଭୁବନେଶ୍ୱର : ପ୍ରଦେଶ କଂଗ୍ରେସ କମିଟିର ଦୁଇ ଦିନିଆ ଜିଲ୍ଲା କଂଗ୍ରେସ କମିଟି ସଭାପତି ଓ କାର୍ଯ୍ୟକାରୀ ସଭାପତିମାନଙ୍କ ବୈଠକ କଂଗ୍ରେସ ଭବନରେ ସମାପ୍ତ ହୋଇଛି । ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ୧୩ ଓ ୧୪ତାରିଖ ଦୁଇ ଦିନିଆ ବୈଠକରେ ଦକ୍ଷିଣାଞ୍ଚଳର ୧୦ଟି…