Latest Odisha News

BREAKING NEWS

କମୁଛି ଜଳସ୍ତର, ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ଆଉ ୧୨ଟି ଗେଟ୍

ସମ୍ବଲପୁର: ବନ୍ଦ ହେଲା ହୀରାକୁଦର ୧୨ଟି ଗେଟ୍‌ । ବର୍ତ୍ତମାନ ମୋଟ ୨ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ହୀରାକୁଦକୁ ଜଳ ପ୍ରବେଶ କମୁଥିବାରୁ ବନ୍ଦ କରାଗଲା ଗେଟ୍‌ । ଖବର ମୁତାବକ, ଉପର ମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ଜଳ ସ୍ତର ବଢିବାରେ ଲାଗିଥିଲା । ଯାହାକୁ ନେଇ ଗତ…

ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକ ମୃତ

ଅନୁଗୁଳ: ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଧଉରାପାଲି ଗାଁରେ ଅଭାନୀୟ ଘଟଣା । ସେପଟିକ୍ ଟ୍ୟାଙ୍କ ଗ୍ୟାସରେ ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଅନ୍ୟ ଜଣେ ପୁରୁଷ ଥିବା ସୂଚନା ମିଳିଛି । ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଶି ସେଟ୍ରିଂ ଖୋଲିବା…

ପ୍ରଶିକ୍ଷଣ କେନ୍ଦ୍ରରେ ଛୁଆ ହାତୀ ‘ମାମା’ର ମୃତ୍ୟୁ, କାରଣ ଅସ୍ପଷ୍ଟ

ଭୁବନେଶ୍ବର: ଭୁବନେଶ୍ୱର ସ୍ଥିତ ଚନ୍ଦକାର ଡମପଡ଼ା କୁମାରଖୁଣ୍ଟି ହାତୀ ପ୍ରଶିକ୍ଷଣ କେନ୍ଦ୍ରରେ ଛୁଆ ମାଈ ହାତୀ 'ମାମା'ର ମୃତ୍ୟୁ ଘଟିଛି । ୭ ବର୍ଷର ହାତୀ ଛୁଆ ମୃତ୍ୟୁକୁ ନେଇ ସୂଚନା ଦେଇଛନ୍ତି ଡିଏଫଓ । ତେବେ ହାର୍ପିସ୍‌‌ ଭୂତାଣୁ ଆକ୍ରାନ୍ତରେ 'ମାମା'ର ମୃତ୍ୟୁ ହୋଇଥିବା ସନ୍ଦେହ…

ଓଡ଼ିଶା ସରକାରଙ୍କ ସତ୍ୟପାଠ: ବଜେଟରେ ପାଣ୍ଠି ବରାଦ ହୋଇଛି, ୩ ଦିନରେ କ୍ଲିଅର ହେବ ୪୪ଟି ପେଣ୍ଡିଂ ବିଲ

ନୂଆଦିଲ୍ଲୀ: ଦ୍ବିତୀୟ ଜାତୀୟ ନ୍ୟାୟିକ ବେତନ ଆୟୋଗ ସୁପାରିସକୁ ଓଡ଼ିଶା ସରକାର କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ସରକାର ବଜେଟରେ ପାଣ୍ଠି ବରାଦ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଏ ସମ୍ପର୍କରେ ସତ୍ୟପାଠ ଦାଖନ ପରେ ସୁପ୍ରିମକୋର୍ଟ ଏହି ମାମଲାକୁ ମଙ୍ଗଳବାର ବନ୍ଦ…

ନନ୍ଦନକାନନକୁ ଆସିଲେ ନୂଆ ଅତିଥି

ଭୁବନେଶ୍ବର: ନନ୍ଦନକାନନକୁ ପ୍ରାଣୀ ଅଦଳ ବଦଳ ପ୍ରକ୍ରିୟାରେ ନୂଆ ଅତିଥି ଆସିଛନ୍ତି । ପଶ୍ଚିମବଙ୍ଗ ଆଲିପୁର ଚିଡିଆଖାନା ଏବଂ ଭୁବନେଶ୍ୱର ନନ୍ଦନକାନନ ପ୍ରାଣୀ ଉଦ୍ୟାନ ମଧ୍ୟରେ ପଶୁ ଅଦଳବଦଳ ପ୍ରକ୍ରିୟା ସଫଳ ହୋଇଛି । ତେବେ ପଶ୍ଚିମବଙ୍ଗ ଆଲିପୁର ଚିଡିଆଖାନାରୁ ଆସିଥିବା ଅତିଥି ମାନେ ହେଲେ…

ଜଙ୍ଗଲ ଜଗିବେ ସନ୍ଧାନୀ କୁକୁର

ଭୁବନେଶ୍ୱର : ରାଜ୍ୟରେ ବିଭିନ୍ନ ବନଖଣ୍ଡ ଅଞ୍ଚଳରେ ବନ୍ୟଜନ୍ତୁଙ୍କ ସୁରକ୍ଷା, ପ୍ରାଣଘାତୀ ବୋମା ଏବଂ ପଶୁ ଶିକାରୀଙ୍କ ଜନ୍ତା (ଫାସ)ର ସନ୍ଧାନ କରିବାକୁ ପ୍ରଶିକ୍ଷଣପ୍ରାପ୍ତ କୁକୁର ପାଇଁ ଟେଣ୍ଡର ଆହ୍ବାନ କରିଛି ବନ ବିଭାଗ। ରାଜ୍ୟରେ ପ୍ରଥମଥର ପାଇଁ ବନବିଭାଗ ପକ୍ଷରୁ ଡଗ୍‌ ସ୍କ୍ବାଡର…

ସୋଫା ଉପରେ ବସିଥିଲେ ବ୍ୟକ୍ତି, ସେଥିରୁ ଗର୍ଜନ କରି ବାହାରିଲା….

ବରଗଡ଼: ବରଗଡ଼ ମ୍ୟୁନିସପାଲିଟି ର ୧୭ ନମ୍ବର ୱାର୍ଡ ଅନ୍ତର୍ଗତ ଅମ୍ବାପାଲି ଅଞ୍ଚଳରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ସଞ୍ଜୀବ ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଘରେ ସୋଫା ରୁ ବାହାରିଲା ସାଢେ଼ ତିନି ଫୁଟ ଲମ୍ବର ନାଗ ସାପ । ଖବର ମୁତାବକ, ସକାଳୁ ସଞ୍ଜୀବ ସାହୁ ନିଜ ଘର ସୋଫା ଉପରେ…

ସିଏଚଏସଇ ଅଧିକାରୀଙ୍କ ଘରେ ରେଡ୍, ୩ଟି ସ୍ଥାନରେ ଏକକାଳୀନ ଚଢାଉ

ଭୁବନେଶ୍ବର: CHSE ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ରେକର୍ଡ ସପ୍ଲାୟର ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଏକକାଳୀନ ୩ଟି ସ୍ଥାନରେ ଚାଲିଛି ଚଢାଉ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ । ଭୁବନେଶ୍ବରରେ ୨ଟି ଓ…

କଟକରେ ବସିବ କଳାଧନ ସମ୍ପର୍କିତ ଏସଆଇଟି ବୈଠକ, ଯୋଗଦେବେ ଇଡି ନିର୍ଦ୍ଦେଶକ

କଟକ: ଆଜି କଟକରେ ବସୁଛି ଏସଆଇଟି ବୈଠକ। ଉପାଧ୍ୟକ୍ଷ ତଥା ସୁପ୍ରିମ୍‌କୋର୍ଟର ଅବସରପ୍ରାପ୍ତ ବିଚାରପତି ଅରିଜିତ୍‌ ପଶାୟତଙ୍କ ବାସଭବନରେ ଏହି ବୈଠକ ଅନୁଷ୍ଠିତ ହେବ। କଳାଧନ ସମ୍ପର୍କିତ ଏସଆଇଟି ବୈଠକ ବସିବ। ଏଥିରେ ଯୋଗଦେବେ ଇଡି ନିର୍ଦ୍ଦେଶକ ରାହୁଲ ନବୀନ । ବୈଠକରେ ସିବିଆଇ, ଆଇଟି, ଇଡି,…

ନବାନ୍ନ ମାର୍ଚ୍ଚ ବେଳେ ସଂଘର୍ଷ: ବିଜେପି ପକ୍ଷରୁ ୧୨ ଘଣ୍ଟିଆ ‘ବେଙ୍ଗଲ ବନ୍ଦ’

କୋଲକାତା: ଭୀଷଣ ରୂପ ନେଉଛି ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟାର ପ୍ରତିବାଦ। ଅଭୟା କାଣ୍ଡ ପ୍ରତିବାଦରେ ଗତକାଲି ନବାନ୍ନ ମାର୍ଚ୍ଚ ବେଳେ ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର ଦମନଲୀଳାକୁ ନିନ୍ଦା କରିଛି ବିଜେପି। ଏହାକୁ ବିରୋଧ କରି ଆଜି ୧୨ ଘଣ୍ଟିଆ ପଶ୍ଚିମବଙ୍ଗ ବନ୍ଦ ପାଳନ କରୁଛି…