Latest Odisha News

BREAKING NEWS

ବାର୍ଡ ଫ୍ଲୁ ଆତଙ୍କ: ମରାହେବ ଦେଶୀ କୁକୁଡ଼ା, ମାଲିକଙ୍କୁ ମିଳିବ ଅନୁକମ୍ପା ରାଶି

ଭୁବନେଶ୍ୱର: ପିପିଲି ବାର୍ଡ ଫ୍ଲୁ ଘଟଣା ସାରା ରାଜ୍ୟ ପାଇଁ ଚିନ୍ତା ବଢାଇଛି। ବ୍ଲାର୍ଡ-ଫ୍ଲୁ ଆତଙ୍କ ପରେ ଆଜିଠୁ ମରାହେବ ଦେଶୀ କୁକୁଡ଼ା । ପୁରୀ ଜିଲ୍ଲା ପିପିଲି ଓ ସତ୍ୟବାଦୀର ସଂକ୍ରମିତ ଅଞ୍ଚଳରେ ଆରମ୍ଭ ହେବ ଦେଶୀ କୁକୁଡ଼ା ଓ ବତକ ମରା ଅଭିଯାନ। ୩ ଦିନରେ ମାଟିରେ ପୋତାଗଲାଣି ୨୬ହଜାରରୁ…

ପ୍ରଶ୍ନକାଳରେ ତେଜିଲା ଜାତିଭିତ୍ତିକ ଜନଗଣନା: ୧୧.୩୦ ଯାଏଁ ଗୃହ ମୁଲତବି

ଭୁବନେଶ୍ବର: ଆଜି ଚଳିତ ବଜେଟ ଅଧିବେଶନର ଦ୍ବିତୀୟର ପର୍ଯ୍ୟାୟର ୭ମ ଦିନରେ ବି ସେହି ସମାନ ସ୍ଥିତି । ବିରୋଧୀଙ୍କ ହଟ୍ଟଗୋଳରେ ଚାଲିପାରୁନି ଗୃହ । ପ୍ରତିଦିନ ନୂଆ ନୂଆ ପ୍ରସଙ୍ଗ ନେଇ ଗୃହରେ ସରକାରଙ୍କୁ ଘେରୁଛନ୍ତି ବିରୋଧୀ । ଦାବି ପୂରଣ ନହେଲେ ଆରମ୍ଭ ହେଉଛି ହଟ୍ଟଗୋଳ । ଆଜି ବି…

ମାଲକାନଗିରି ଅନିର୍ଦ୍ଧିଷ୍ଟ କାଳ ପାଇଁ ଘରୋଇ ବସ୍ ସେବା ବନ୍ଦ

ମାଲକାନଗିରି: ଆଜିଠୁ ମାଲକାନଗିରି ଜିଲ୍ଲାରେ ଘରୋଇ ବସ ଚଳାଚଳ ବନ୍ଦ । ଲକ୍ଷ୍ମୀ ବସ୍ ସେବାକୁ ବିରୋଧ କରି ଅନିର୍ଦ୍ଧିଷ୍ଟ କାଳ ପାଇଁ ଘରୋଇ ବସ୍ ସେବା ବନ୍ଦ କଲେ ମାଲକାନଗିରି ମାଲିକ ସଂଘ। ଜିଲ୍ଲାରେ ଚାଲୁଥିବା ଟାୟାର-୨ ଲକ୍ଷ୍ମୀ ବସ ତଥା ବ୍ଲକରୁ ଜିଲ୍ଲା ସଦର ମହକୁମାକୁ ଚଳାଚଳ କରୁଥିବା…

ପଦ୍ମ ଧରିବେ ଚମ୍ପାଇ ସୋରେନ୍

ନୂଆଦିଲ୍ଲୀ: ବିଜେପିରେ ଯୋଗଦେବେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା JMM ନେତା ଚମ୍ପାଇ ସୋରେନ୍ । ଆସନ୍ତା ୩୦ ତାରିଖରେ ସେ ବିଜେପିରେ ମିଶିବେ ବୋଲି ସୂଚନା ଦେଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ବିଦ୍ରୋହ ମୁଡରେ ଥିବା ଚମ୍ପାଇ ସୋରେନ୍ ବିଜେପିରେ ଯୋଗଦେଇପାରନ୍ତି…

୨୯ ରେ ପୁଣି ଏକ ଲଘୁଚାପ, ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ବର: ଗାଙ୍ଗେୟ ପଶ୍ଚିମବଙ୍ଗରେ ଗୋଟିଏ ଲଘୁଚାପ ସକ୍ରିୟ ଥିବାବେଳେ ୨୯ ତାରିଖ ବେଳକୁ ଆଉ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ମଙ୍ଗଳବାର ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୨୯ ତାରିଖରୁ ସୃଷ୍ଟି ହେବାକୁ ଥିବା…

ଭୟାବହ ଅଗ୍ନିକାଣ୍ଡ: ୩୦ ବଖରା ଜଳିପୋଡ଼ି ପାଉଁଶ, ୩ ଗାଈ ଜୀବନ୍ତ ଦଗ୍ଧ

ପୁରୀ: ସତ୍ୟବାଦୀ ବ୍ଲକ ଆଳିଶ ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ୩୦ ବଖରାରୁ ଅଧିକ ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଏଥିସହ ନିଆଁରେ ୩ଟି ଗାଈ ଗୋରୁ ଜୀବନ ଦଗ୍ଧ ହୋଇଯାଇଥିବା ବେଳେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ଖବର ଆସିଛି। ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଜଣେ…

କାର୍‌କୁ ମୁହାଁମୁହିଁ ଧକ୍କାଦେଲା ଟ୍ରକ୍‌; ୫ ମୃତ

ଅମରାବତୀ: ଆନ୍ଧ୍ରପ୍ରଦେଶରେ ଭୟଙ୍କର ଦୁର୍ଘଟଣା। କାର୍‌କୁ ମୁହାଁମୁହିଁ ଧକ୍କାଦେଲା ଟ୍ରକ୍‌। ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି। କଡ଼ପା-ରାୟାଛୋଟି ଏନ୍ଏଚ୍ ଗୁଭାଲାଚେରୁଭୁ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ କାର୍‌ରେ ଥିବା ସମସ୍ତ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା…

ସମାକୋଇ-ଚକଦର ପ୍ରକଳ୍ପକୁ ବିରୋଧ, ୧୨ ଘଣ୍ଟିଆ ତେଲକୋଇ ବନ୍ଦ

ତେଲକୋଇ: କେନ୍ଦୁଝର ଜିଲ୍ଲାରେ ତେଲକୋଇରେ ସମାକୋଇ-ଚକଦର ପ୍ରକଳ୍ପକୁ ନେଇ ଗାଁ ଗାଁରେ ବିରୋଧର ସ୍ବର ଉଠିଛି। ଆଜି ସମାକୋଇ ଜଳ ସେଚନ ପ୍ରକଳ୍ପକୁ ବିରୋଧ କରି ତେଲକୋଇ ବନ୍ଦ ଡାକରା ଦେଇଛି। ଚକଧର ପ୍ରକଳ୍ପ ବନ୍ଦ ସମନ୍ବୟ ସମିତି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡକରା। ପ୍ରକଳ୍ପ ଦ୍ବାରା କିଛି ଗାଁ…

ଚିକିଟି ମଦ ମୃତ୍ୟୁ ମାମଲା, ଆଉ ଜଣେ ଗିରଫ

ଦିଗପହଣ୍ଡି: ଚିକିଟି ମଦ ମୃତ୍ୟୁ ମାମଲାରେ ଆଉ ଜଣେ ଗିରଫ । ଗିରିଶୋଲା ଷ୍ଟେସନରୁ ମାଉନ୍ଦପୁରର ପୂର୍ଣ୍ଣଚନ୍ଦ୍ର ସାହୁକୁ ଗିରଫ କଲା କ.ନୂଆଗାଁ ପୋଲିସ । ଗିରଫ ଅଭିଯୁକ୍ତ ପୂର୍ଣ୍ଣଚନ୍ଦ୍ର ଦେଶୀ ମଦ କାରବାର କରୁଥିଲା । ଟ୍ରେନ୍‌ରେ ବେଙ୍ଗଲୁରୁ ଯିବା ବେଳେ ମୋବାଇଲ୍ ଟ୍ରାକ୍ କରି ଧରିଲା ପୋଲିସ…

ମହିଳା ଟି୨୦ ବିଶ୍ୱକପ: ଅକ୍ଟୋବର ୬ରେ ଭାରତ-ପାକିସ୍ତାନ ମୁକାବିଲା

ଦୁବାଇ: ଅକ୍ଟୋବର ୩ରୁ ଆଇସିିସି ମହିଳା ଟି୨୦ ବିଶ୍ୱକପ ୟୁଏଇରେ ଆରମ୍ଭ ହେବ । ଏହା ପ୍ରଥମେ ବାଂଲାଦେଶରେ ଆୟୋଜିତ ହେବାକୁ ଥିଲା । ସେଠାକାର ଅଶାନ୍ତି ପରିବେଶ ପରେ ଏବେ ଏହାକୁ ୟୁଏଇକୁ ସ୍ଥାନାନ୍ତରିତ କରାଯାଇଛି । ଦୁଇ ପାରମ୍ପାରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ଅକ୍ଟୋବର…