ସକ୍ରିୟ ଲଘୁଚାପ: ଆଜି ଉତ୍ତର ଓଡ଼ିଶାରେ ଅଧିକ ବର୍ଷା, ଏହି ସବୁ ଜିଲ୍ଲାକୁ ସତର୍କତା
ଭୁବନେଶ୍ବର : ଦକ୍ଷିଣ ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା ଦୁଇଦିନ ମଧ୍ୟରେ ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ମୁହାଁଇବ ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଏବଂ ଝାଡଖଣ୍ଡ ଅଞ୍ଚଳରେ…