ଆଗାମୀ ଦିନରେ ସଫଳ ହେବ ଆଳୁ ମିଶନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଗାମୀ ଦିନରେ ସଫଳ ହେବ ଆଳୁ ମିଶନ। ବିଗତ ଦିନରେ ଫେଲ୍ ମିଶନ ଆଗାମୀ ଦିନରେ ସଫଳ ହେବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଗଣମାଧ୍ୟମକୁ ସୂଚନା ଦେଇ ଆଗାମୀ ଦିନରେ ଆଳୁ ମିଶନ ସଫଳ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଓୟୁଏଟି ଉତ୍ସବରେ ସଫଳ…