ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
କଟକ: ଆଜି ପ୍ରକାଶ ପାଇଲା ଦଶମ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ । ଚଳିତ ଥର ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ମୋଟ ୭୯୬ ଜଣ ପିଲା ପରୀକ୍ଷା ଦେଇଥିବାବେଳେ, ସେମାନଙ୍କ ମଧ୍ୟରୁ ୪୪୧ ଜଣ ପାସ୍ କରିଛନ୍ତି । ମୋଟ ପାସ୍ ହାର ୫୫.୪ ପ୍ରତିଶତ ରହିଛି ।
ସେହିପରି ଷ୍ଟେଟ ଓପନ୍ ସ୍କୁଲ…