ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନେସ୍କିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ୟୁକ୍ରେନ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ l ପୋଲାଣ୍ଡରୁ ୧୦ ଘଣ୍ଟିଆ ଟ୍ରେନ୍ ଯାତ୍ରା କରି କିଭରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ l କିଭ୍ରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ମୋଦୀ ସେଠାରେ ରହୁଥିବା ଭାରତୀୟ ସମ୍ପ୍ରଦାୟକୁ ଭେଟିଛନ୍ତି। ଏହି ସମୟରେ ଭାରତ ମାତା କି…