ପୁଣି ୨ ଦିନିଆ ରିମାଣ୍ଡରେ ଗଲା ସିମ ବକ୍ସ ମାଫିଆ ରାଜୁ
ଭୁବନେଶ୍ବର: ସିମ୍ ବକ୍ସ କାରବାର ମାମଲାରେ ପୁଣି ରିମାଣ୍ଡରେ ଗଲା ଅଭିଯୁକ୍ତ ରାଜୁ ମଣ୍ଡଳ । ଆଉ ୨ ଦିନ ରିମାଣ୍ଡରେ ନେଇ ଜେରା କରିବ କମିଶନରେଟ ପୋଲିସ । ତେବେ ଏହି ରିମାଣ୍ଡ ପାଇଁ ୭ ଦିନ ଆବେଦନ କରିଥିଲେ ମଧ୍ୟ ପୋଲିସକୁ ୨ ଦିନ ଅନୁମତି ମିଳିଛି ।
ତେବେ ଖୋଲୁଛି ସିମ୍ ବକ୍ସ ମିଷ୍ଟ୍ରି…