‘ଲୁଟେରା ଓ ଦୁର୍ନୀତିଖୋରଙ୍କ ଆତ୍ମସୁରକ୍ଷା ଅଭିଯାନ କରୁଛି କଂଗ୍ରେସ’
ଭୁବନେଶ୍ୱର: ଇଡି ଅଫିସ୍ ଆଗରେ ଟେଣ୍ଟ ପକାଇ, ଫଟୋ ଉଠାଇ କଂଗ୍ରେସର ନେତାମାନେ ‘ପଲିଟିକାଲ ଷ୍ଟଣ୍ଟ’ କରୁଛନ୍ତି । ପ୍ରତ୍ୟେକ ପଲଟିକାଲ ପାର୍ଟିର ପଲିଟିକାଲ ଫିଲୋସଫି ଓ ଲୋକଙ୍କ ପାଇଁ କମିଟମେଣ୍ଟ ଥାଏ, ଯାହା କଂଗ୍ରେସ ପାଖରେ ନାହିଁ । କଂଗ୍ରେସ ଦଳର ରାଜନୈତିକ କାର୍ଯ୍ୟକ୍ରମ ଲୋକଙ୍କ ସ୍ୱାର୍ଥ…