ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ବ ସହାୟକ
ବୌଦ୍ଧ: ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା ଜେଆରଏ ଚୌଧୁରୀ ପପୁନ କୁମାର ଦାସ l ବୌଦ୍ଧ ଜିଲ୍ଲା ସଂଗ୍ରହାଳୟରେ ଏକ ଆକ୍ୱାରିୟମ୍ ପ୍ରୋଜେକ୍ଟ ପ୍ରତିଷ୍ଠା କରିବାକୁ ଦୀର୍ଘ ଦିନ ଧରି ପଡିରହିଥିବା ବିଲକୁ ମଞ୍ଜୁରୀ କରିବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୨୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି…