Latest Odisha News

BREAKING NEWS

ବିରୋଧୀଙ୍କ ଟାର୍ଗେଟରେ ‘ପଛ ଦୁଆର’ ନିଯୁକ୍ତି

ନୂଆଦିଲ୍ଲୀ: ଲେଟରଲ୍ ଏଂଟ୍ରି ଜରିଆରେ ୪୫ଟି ସରକାରୀ ପଦବୀ ପୂରଣ ପାଇଁ ୟୁପିଏସସିର ବିଜ୍ଞାପନ ନେଇ ମୋଦି ସରକାରଙ୍କୁ ଘେରିଛନ୍ତି ବିରୋଧୀ । ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଲେଟେରଲ ପ୍ରସଙ୍ଗରେ ସରକାରଙ୍କ ଉପରେ ଜୋରଦାର ଆକ୍ରମଣ କରିଛନ୍ତି । ୪୫ଟି ବିଶେଷଜ୍ଞ ପଦବୀ…

କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ୍ ଛାୟା ଜାତିସଂଘ ଉଦ୍‍ଘାଟିତ

ଭୁବନେଶ୍ୱର: କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ୍‍ର ୧୧ତମ ଛାୟା ଜାତିସଂଘ ରବିବାର ଉଦ୍‍ଘାଟିତ ହୋଇଛି। ଦୁଇଦିନ ଧରି ଚାଲିବାକୁ ଥିବା ଏହି ଛାୟା ଜାତିସଂଘକୁ ଉଦ୍‍ଘାଟନ କରି କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଛନ୍ତି, ଛାୟା ଜାତିସଂଘ ହେଉଛି ଏଭଳି ଏକ ପ୍ଲାଟଫର୍ମ ଯେଉଁଠି…

ବୁମରାହଙ୍କ ଶୈଳୀରେ ବୋଲିଂ କରି ଚର୍ଚ୍ଚାରେ ଛାତ୍ରୀ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ଷ୍ଟାର ପେସର ଯଶପ୍ରୀତ ବୁମରାହ ତାଙ୍କ ବୋଲିଂ ପ୍ରଦର୍ଶନ ବଳରେ ଭାରତକୁ ଅନେକ ମ୍ୟାଚରେ ବିଜୟୀ କରାଇଛନ୍ତି । ତାଙ୍କ ନିଆରା ବୋଲିଂ ଶୈଳୀ ଏବଂ ଲାଇନ ଲେନଥ ବୋଲିଂ ଯୋଗୁ ବ୍ୟାଟ୍ସମ୍ୟାନ ଅସୁବିଧା ପଡିଥାନ୍ତି । ଏବେ ନିକଟରେ ଜଣେ ସ୍କୁଲ ଛାତ୍ରୀ ବୁମରାହଙ୍କ…

ଅଗଷ୍ଟ ୨୦ ଓ ୨୨ରେ ସପ୍ତମ ଗୁରୁନମନ ଶାସ୍ତ୍ରୀୟ ନୃତ୍ୟ ଉତ୍ସବ

ଭୁବନେଶ୍ୱର: ସର୍ବଭାରତୀୟ ଓଡିଶାନୃତ୍ୟ ଅନୁଷ୍ଠାନ ନୃତ୍ୟଧାମ ପକ୍ଷରୁ ଜାତୀୟ ସ୍ତରୀୟ ସମସ୍ତ ଲବ୍ଧପ୍ରତିଷ୍ଠିତ ଓଡିଶୀ ନୃତ୍ୟ ଗୁରୁମାନଙ୍କୁ ନେଇ ଆଗାମୀ ଅଗଷ୍ଟ ୨୦ ଓ ୨୨ରେ ରବିନ୍ଦ୍ର ମଣ୍ଡପରେ ନୃତ୍ୟଧାମର ସପ୍ତମ ଶାସ୍ତ୍ରୀୟ ନୃତ୍ୟ ଓ ଗୁରୁନମନ ନୃତ୍ୟ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।…

ତଟରକ୍ଷୀ ବାହିନୀର ଡାଇରେକ୍ଟର ଅଫ ଜେନେରାଲ ରାକେଶ ପାଲଙ୍କ ହୃଦଘାତରେ ପରଲୋକ

ଚେନ୍ନାଇ: ଭାରତୀୟ ତଟରକ୍ଷୀ ବାହିନୀର ଡାଇରେକ୍ଟର ଅଫ ଜେନେରାଲ ରାକେଶ ପାଲଙ୍କ ପରଲୋକ ହୋଇଯାଇଛି । ହୃଦଘାତରେ ତାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ଛାତିରେ ଯନ୍ତ୍ରଣା ଏବଂ ଦେହ ଅସୁସ୍ଥ ହେବାରୁ ତାଙ୍କୁ ରାଜୀବ ଗାନ୍ଧୀ ସରକାରୀ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ସେଠାରେ ଅବସ୍ଥା…

ସ୍ପଷ୍ଟ କହିବାରୁ ପୋଲିସ ନୋଟିସ୍?

ନୂଆଦିଲ୍ଲୀ: ପୋଲିସ ଯାଂଚ ନେଇ ପ୍ରଶ୍ନ ଉଠାଇବାରୁ ଫସିଲେ ହସପିଟାଲ ଟ୍ରେନି ଡାକ୍ତର ଦୁଷ୍କର୍ମ ଓ ହତ୍ୟା ମାମଲାରେ ପୋଲିସ ଯାଂଚ ଉପରେ ପ୍ରଶ୍ନ ଉଠାଇଥିବାରୁ ଅଡୁଆରେ ପଡିଛନ୍ତି ମମତାଙ୍କ ତୃଣମୂଳ କଂଗ୍ରେସର ନେତା । ରାଜ୍ୟସଭା ସାଂସଦ ସୁଖେନ୍ଦୁ ଶେଖର ରାୟଙ୍କୁ ସମନ କରିଛି କୋଲକାତା ପୋଲିସ ।…

ଅଶୋକ ପଟ୍ଟନାୟକ ସ୍ମାରକୀ ବକ୍ତୃତା; ପ୍ୟାରିସ୍ ଅଭିଜ୍ଞତା ବାଣ୍ଟିଲେ ଅମିତ ଓ ସମ୍ବିତ୍

ଭୁବନେଶ୍ବର: ପ୍ୟାରିସ୍ ୨୦୨୪ ଅଲିମ୍ପିକ୍ସର ଅଭୁଲା ଅଭିଜ୍ଞତା ବାଣ୍ଟିଛନ୍ତି ଅମିତ ଓ ସମ୍ବିତ୍। ପ୍ୟାରିସ୍-୨୦୨୪ ଅନ୍ୟ ସମସ୍ତ ଅଲିମ୍ପିକ୍ସଠାରୁ ସମ୍ପୂର୍ଣ୍ଣ ନିଆରା ଥିଲା। ଯେତିକି ରୋମାଞ୍ଚ ଭରାଥିଲା ସେତିକି ଆହ୍ବାନ ଆଣି ଦେଇଥିଲା। ଅନେକ ପ୍ରତିକୂଳ ପରିସ୍ଥିତି ମଧ୍ୟରେ ଖେଳାଳିଙ୍କୁ…

ଅଲିମ୍ପିକ ବ୍ରୋଞ୍ଜ ପଦକ ବିଜେତା ଅମିତଙ୍କୁ ସାଇ ଇଂଟରନ୍ୟାଶନାଲରେ ଭବ୍ୟ ସମ୍ବର୍ଦ୍ଧନା

ଭୁବନେଶ୍ୱର: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ପୁରୁଷ ହକି ଟିମ ବ୍ରୋଞ୍ଜ ପଦକ ହାସଲ କରି ଦେଶକୁ ଗୌରବାନ୍ୱିତ କରିଛି । ଓଡିଶାର ଅମିତ ରୋହୀଦାସ ଏହି ବ୍ରୋଞ୍ଜ ପଦକ ବିଜେତା ଦଳର ସଦସ୍ୟ ଥିଲେ । ଭୁବନେଶ୍ୱରର ସାଇ ଇଂଟରନ୍ୟାଶନାଲରେ ଅମିତଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି ।…

ବଜ୍ରପାତରେ ୬ ଜଣଙ୍କ ମୃତ୍ୟୁ ଘଟଣା; ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର: ରାଜ୍ୟର ୫ଟି ଜିଲ୍ଲାରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସମବେଦନା ପ୍ରକାଶ କରିଛନ୍ତି। ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ…

ରାଜ୍ୟରେ ବଢିବାରେ ଲାଗିଛି ଡେଙ୍ଗୁ ସଂଖ୍ଯା, ଖୋର୍ଦ୍ଧା… 

ଭୁବନେଶ୍ୱର: ରାଜ୍ୟରେ ବଢୁଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା।। ଡେଙ୍ଗୁ ସଂଖ୍ୟା ଖୋର୍ଦ୍ଧାରେ ଅଧିକ ରହିଛି। ସର୍ଭେ ରିପୋର୍ଟ ଆଧାରରେ ଏନେଇ ମାନିଲେ ସ୍ବାସ୍ଥ୍ୟମନ୍ତ୍ରୀ। ସୂଚନା ଅନୁଯାୟୀ, ସମଗ୍ର ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨ ହଜାର ପାଖାପାଖି ଅଛି। ଭୁବନେଶ୍ବରରେ ଅଧିକ ଡେଙ୍ଗୁ ରୋଗୀ…