Latest Odisha News

BREAKING NEWS

‘ଅତି ଜରୁରୀ ନ ଥିଲେ ଏସସିବି କୁ ଆସନ୍ତୁ ନାହିଁ’

କଟକ: କୋଲକାତାର ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦିନକୁ ଦିନ ତୀବ୍ର ହେଉଛି ଆନ୍ଦୋଳନ । ସମଗ୍ର ଦେଶ ସହ ଓଡିଶାର ବିଭିନ୍ନ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡାକ୍ତର ମାନେ । ଯାହାକୁ ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ଏସସିବି…

ଏସସିବିରେ ୨ ମହିଳାଙ୍କୁ ଦୁଷ୍କର୍ମ ଘଟଣାରେ ରିପୋର୍ଟ ପ୍ରସ୍ତୁତ

କଟକ: ଏସସିବିରେ ୨ ମହିଳାଙ୍କୁ ସିନିଅର ରେସିଡେଣ୍ଟ ଡାକ୍ତରଙ୍କ ଦୁଷ୍କର୍ମ ଘଟଣାର ରିପୋର୍ଟ ପ୍ରସ୍ତୁତ ସରିଛି। ଏନେଇ ସୂଚନା ଦେଇଛନ୍ତି ଏସସିବି ଡିଏମଇଟି ନିର୍ଦ୍ଦେଶକ ଡାକ୍ତର ସନ୍ତୋଷ ମିଶ୍ର । ତେବେ ରିପୋର୍ଟରେ ଯାହା ଅଛି, ତାହା ରାଜ୍ୟ ସରକାର ହିଁ ଜଣାଇବେ ବୋଲି କହିଛନ୍ତି ଡାକ୍ତର ସନ୍ତୋଷ…

ବଜ୍ରକାପ୍ତା ଚାଲାଣ ବେଳେ ୩ ଗିରଫ, ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର

କୋରାପୁଟ: ପୁଣି ଆଉ ଏକ ବଜ୍ରକାପ୍ତା ଜବତ । କୋରାପୁଟ ଜିଲ୍ଲା ନନ୍ଦପୁର ସେମିଳିଗୁଡା ରାସ୍ତା ବଡେଗାଁ ଗ୍ରାମ ନିକଟରୁ ଫରେଷ୍ଟ ଡିଭିଜନ ଓ ପୋଲିସ ସହାୟତାରେ ବଜ୍ରକାପ୍ତା ସହ ଏକ ଅଲ୍ଟୋ କାର ଜବତ ହୋଇଛି । ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତମାନେ ହେଲେ…

ମହାଭାରତ ଯୁଦ୍ଧ ସମୟରେ ଭୀଷ୍ମ ପିତାମହ ଓ ଶ୍ରୀକୃଷ୍ଣଙ୍କ ବୟସ କେତେ ଥିଲା ?

ଏହି ଆଧୁନିକ ଦିନର ମଣିଷ ସର୍ବାଧିକ ହାରାହାରି ୧୦୦ ବର୍ଷ ବଞ୍ଚିପାରେ। ଯଦି ଭଲ ଖାଦ୍ୟ ଏବଂ ଅନୁକୂଳ ପରିବେଶ ଅଛି ତେବେ ଜଣେ ବ୍ୟକ୍ତି ୧୨୫ ବର୍ଷ ବଞ୍ଚିପାରିବ। ଯଦି ଆମେ ହିନ୍ଦୁ ପୁରାଣ ଗ୍ରନ୍ଥକୁ ଅନୁସରଣ କରିବା ତେବେ ଏଠାରେ ଅନେକ ଉଲ୍ଲେଖନୀୟ ରହିଛି ଯେ ପୂର୍ବେ ଅନେକ ଦେବ ପୁରୁଷ ଥିଲେ…

ରାଜଧାନୀରେ ଭୁଶୁଡିଲା ସ୍କୁଲ ପାଚେରୀ

ଭୁବନେଶ୍ବର: ଅସରାଏ ବର୍ଷାରେ ଭୁଶୁଡି ପଡିଛି ରାଜଧାନୀ ଛାତିରେ ଥିବା ସ୍କୁଲ କାନ୍ଥ । ଅଲ୍ପକେ ବଞ୍ଚିଗଲା ଅନେକ ଜୀବନ । ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ୟୁନିଟ୍ ୯ ମହାରାଜା ହଲ ପଛପଟେ ଥିବା ଏକ ଘରୋଇ ସ୍କୁଲରେ । ତେବେ ଏହି ପାଚେରୀ ପଛପଟେ ଲୋକମାନେ ବସବାସ କରୁଥିବାରୁ ଏଥିରେ…

ତୀବ୍ର ହେବ ଡାକ୍ତର ଆନ୍ଦୋଳନ, ଯୋଗ ଦେବେନି ସରକାରୀ ଡାକ୍ତର

ଭୁବନେଶ୍ବର: କୋଲକାତାରେ ମହିଲା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ଧିରେ ଧିରେ ତୀବ୍ର ହେଉଛି ଡାକ୍ତର ଆନ୍ଦୋଳନ । ରାଜ୍ୟରେ ମଧ୍ୟ ଏହାର ପ୍ରଭାବ ଜୋର ସୋର ଦେଖିବାକୁ ମିଳିଛି । ଆଜି ଏହାକୁ ନେଇ କଟକ ଏସସିବି, ବୁର୍ଲା ଭୀମସାର, ବ୍ରହ୍ମପୁର ଏମକେସିଜି, ଭୁବନେଶ୍ବର…

କୋଲକାତା ଲଜ୍ଜା: ସ୍ୱର ଉଠାଇଲେ ସେଲିବ୍ରିଟି, କହିଲେ-‘ଦେଶରେ ନାରୀ ସୁରକ୍ଷିତ ଅଛନ୍ତି ତ ?’

କୋଲକାତା: କୋଲକାତା ଆରଜି କର ଡାକ୍ତରଖାନା ଲଜ୍ଜା ଏବେ ସାରା ଦେଶରେ ବିରୋଧର ରୂପ ନେଇଛି । ପୀଡିତାଙ୍କ ପାଇଁ ନ୍ୟାୟ ଦାବିରେ ସାରା ଦେଶରେ ଅସଂଖ୍ୟ ବିରୋଧ ପ୍ରଦର୍ଶନ ଆରମ୍ଭ ହୋଇଛି। ବଲିଉଡ ସେଲିବ୍ରିଟିଠାରୁ ଆରମ୍ଭ କରି ବଡ଼ ବଡ଼ ନେତା, ବ୍ୟବସାୟୀ ଏହି ଘଟଣାକୁ ନିନ୍ଦା କରିଛନ୍ତି। ଏପରି…

ସୃଷ୍ଟି ହେଲା ଲଘୁଚାପ, ଆଗାମୀ ୨୪ ଘଣ୍ଟା ସତର୍କ ଜାରି

ଭୁବନେଶ୍ବର: ଦକ୍ଷିଣ ବାଂଲାଦେଶ ତତସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୁଳ ଏବଂ ତତ-ସଂଲଗ୍ନ ବାଂଲାଦେଶ ଉପକୁଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ…

କୋଲକାତା ଲଜ୍ଜା: ସରକାରଙ୍କ ଉପରେ ପ୍ରଶ୍ନ ଉଠାଇଲେ କୋର୍ଟ, କହିଲେ ହସ୍ପିଟାଲ ବନ୍ଦ କରିଦେବା ଭଲ

କୋଲକାତା: କୋଲକାତା ଆରଜି କର ଡାକ୍ତରଖାନା ଲଜ୍ଜା ଏବେ ସାରା ଦେଶରେ ବିରୋଧର ରୂପ ନେଇଛି । ଏହାରି ଭିତରେ ଗତ ୧୪ ତାରିଖରେ ଉକ୍ତ ଡାକ୍ତରଖାନାରେ ଯେଉଁ ଭଳି ଭାବେ ଭଙ୍ଗାରୁଜା ହୋଇଥିଲା ସେନେଇ କ୍ଷୋଭ ପ୍ରକାଶ କରିଛନ୍ତି କୋଲକାତା ହାଇକୋର୍ଟ । ଏହାକୁ ନେଇ କୋର୍ଟ ସିଧା ସରକାରଙ୍କ…

ଓଡ଼ିଶାର ଡିଜିପି ହେଲେ ବରିଷ୍ଠ ଆଇପିଏସ ଓ୍ୱାଇ ବି ଖୁରାନିଆ

ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ଅଫିସର ୱାଇବି ଖୁରାନିଆଙ୍କୁ ଓଡ଼ିଶାର ପରବର୍ତ୍ତୀ ପୁଲିସ ମହାନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ୧୯୯୦ ବ୍ୟାଚର ଏହି ଆଇପିଏସ୍ ଅଫିସରଙ୍କୁ ନିକଟରେ କେନ୍ଦ୍ର ସରକାର ତାଙ୍କ ମୂଳ କ୍ୟାଡର ଓଡ଼ିଶାକୁ ଫେରାଇ ଦେଇଥିଲେ। ଏହାପରେ ସେ ଡିଜିପି ହେବା ନେଇ ଚର୍ଚ୍ଚା…