ବିଦେଶ ଯିବେନି ଡାକ୍ତରୀ ଛାତ୍ରଛାତ୍ରୀ: ୫ ବର୍ଷରେ ସୃଷ୍ଟି ହେବ ୭୫ ହଜାର ସିଟ୍
ନୂଆଦିଲ୍ଲୀ: ଆଜି ଦେଶ ପାଳୁଛି ୭୮ ତମ ସ୍ବାଧୀନତା ଦିବସ । ଏହି ଅବସରରେ ଦିଲ୍ଲୀ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରି ଦେଶ ବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।
ଏହି ଅବସରରେ ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ବଡ ଭେଟି ଦେଇଛନ୍ତି ମୋଦି । ଆସନ୍ତା ୫ ବର୍ଷ ଭିତରେ…