Latest Odisha News

BREAKING NEWS

ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’, ବିଜ୍ଞପ୍ତି ଜାରି କଲେ ସରକାର

ଭୁବନେଶ୍ୱର: ମାଦକ ଦ୍ରବ୍ୟରେ ସାମିଲ୍ ହେଲା 'ଭାଙ୍ଗ' ଗଞ୍ଜେଇ। ଏନେଇ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳ ବାର ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ଓଡିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ (ଓଡିଶା ଆକ୍ଟ ୧୦, ୨୦୧୩)ର ଧାରା ୨ର କ୍ଲଜ (t) ଅନୁଯାୟୀ ଅବକାରୀ ବିଭାଗ ଏହି ଘୋଷଣା କରିଛି।…

ଟନେଲରେ ଉନ୍ନତ ବାଲାଷ୍ଟ ବିହୀନ ଟ୍ରାକ୍ ପ୍ରଯୁକ୍ତିବିଦ୍ୟା ଗ୍ରହଣ କରିବ ପୂର୍ବତଟ ରେଳପଥ

ନୂଆଦିଲ୍ଲୀ: ପୂର୍ବ ତଟ ରେଳପଥ ଏହାର ପରିସୀମା ମଧ୍ୟରେ ନୂତନ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ରେଳ ଟନେଲରେ ଉନ୍ନତ ବାଲାଷ୍ଟ ବିହୀନ ଟ୍ରାକ୍ ଟେକ୍ନୋଲୋଜି ଗ୍ରହଣ କରୁଛି | ଏହି ରଣନୀତିକ ପଦକ୍ଷେପ ରେଳ ପରିବହନର ନିରାପତ୍ତା, ଦକ୍ଷତା ଏବଂ ସ୍ଥିରତାକୁ ବୈପ୍ଲବିକ ପରିବର୍ତ୍ତନ ଆଣି ଟନେଲ…

୨୦୩୬ ସୁଦ୍ଧା ଭାରତର ଜନସଂଖ୍ୟା ୧୫୨ କୋଟି ଟପିବ କି? ଜାଣନ୍ତୁ କଣ କହୁଛି ରିପୋର୍ଟ… 

ନୂଆଦିଲ୍ଲୀ: ୨୦୩୬ ମସିହାରେ ଭାରତର ଜନସଂଖ୍ୟା ୧୫୨.୨କୋଟିରେ ପହଞ୍ଚିପାରେ। ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ଦିନ ଏକ ରିପୋର୍ଟ ପ୍ରକାଶ କରିଛି। ଲିଙ୍ଗ ଅନୁପାତ ଅନୁସାରେ ୨୦୩୬ ସୁଦ୍ଧା ପ୍ରତି ୧୦୦୦ ପୁରୁଷରେ ମହିଳାଙ୍କ ସଂଖ୍ଯା ୯୫୨ରେ ପହଞ୍ଚିବ ବୋଲି ଆଶା…

ନିଲମ୍ବିତ ହେବା ପରେ ପ୍ରତିକ୍ରିୟା ରଖିଲେ ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ

ନୂଆଦିଲ୍ଲୀ: ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ୍ ଙ୍କୁ ୧୮ ମାସ ପାଇଁ ସସପେଣ୍ଡ କରିଛି ବିଶ୍ବ ବ୍ୟାଡମିଣ୍ଟନ ଫେଡେରେସନ। ଡୋପିଂ ନିରୋଧୀ ନିୟମ ଉଲ୍ଲଂଘନ ଅଭିଯୋଗରେ ପ୍ରମୋଦ ଭଗତ୍‌ଙ୍କୁ ନିଲମ୍ବିତ କରାଯାଇଛି। ନିଲମ୍ବିତ ହେବା ପରେ ସେ ଏନେଇ ପ୍ରତିକ୍ରିୟା ରଖିଛନ୍ତି। ସୋସିଆଲ…

କୋଲକତାରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କୋଲକାତା: କୋଲକତାରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ । ମୁଖ୍ୟ ବିଚାରପତି ଟିଏସ୍‌ ଶିବାଗନମ୍‌ଙ୍କୁ ନେଇ ଗଠିତ ଖଣ୍ଡପୀଠ ମୃତ ଡାକ୍ତରଙ୍କ ପରିବାର ଦାଏର କରିଥିବା ଯାଚିକାର ଶୁଣାଣି କରି ଏହି ନିଷ୍ପତ୍ତି ଶୁଣାଇଛନ୍ତି…

ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି…ବଢିଲା ରାଜନୀତି

ଭୁବନେଶ୍ବର: ଓଡିଶା ବିଶ୍ବବିଦ୍ୟାଳୟ ଆଇନ-୨୦୨୦ରେ ହେଉ ସଂଶୋଧନ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠିକୁ ନେଇ ବଢିଲା ରାଜନୀତି । ଆଇନରେ ରହିଥିବା ଅସଙ୍ଗତି ଦୂର କରିବା ସହ ଆବଶ୍ୟକ ସଂଶୋଧନ କରିବାକୁ ଚିଠିରେ ଧର୍ମେନ୍ଦ୍ର ଲେଖିଛନ୍ତି ।…

ବର୍ଷା ଓ ବଜ୍ରପାତ ନେଇ ଓଡିଶାର ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୩ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ମଙ୍ଗଳବାର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ନୟାଗଡ଼, ବଲାଙ୍ଗିର ଓ ଖୋର୍ଦ୍ଧା (ଭୁବନେଶ୍ୱର)। ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ…

ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା; ‘ଅଭିଯୁକ୍ତକୁ କଠୋର ଶାସ୍ତି ମିଳୁ’

ନୂଆଦିଲ୍ଲୀ: କୋଲକତା ଆରଜି କର ମେଡିକାଲ କଲେଜ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଅଭିଯୋଗ ଘଟଣାକୁ ନେଇ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି । ଏନେଇ ଫେଡେରେସନ ଅଫ ଅଲ୍ ଇଣ୍ଡିଆ ମେଡିକାଲ ଆସୋସିଏସନ ଆଜି ଦେଶ ବ୍ୟାପୀ ଆନ୍ଦୋଳନର ଡାକରା ଦେଇଛି । ଏହାରି ଭିତରେ…

ହାଇକୋର୍ଟଙ୍କ କଡ଼ା ଟିପ୍ପଣୀ; ଧାର୍ମିକ ସ୍ୱାଧୀନତାର ଅର୍ଥ ଧର୍ମ ପରିବର୍ତ୍ତନ ନୁହେଁ

ଲକ୍ଷ୍ନୌ: ଇସଲାମ ଧର୍ମକୁ ବାଧ୍ୟତାମୂଳକ ଗ୍ରହଣ କରିବା ଏବଂ ଯୌନ ଶୋଷଣର ଅଭିଯୁକ୍ତ ଅଜିମଙ୍କୁ ଆହ୍ଲାବାଦ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ଅଦାଲତ କହିଛନ୍ତି ଯେ ଉତ୍ତରପ୍ରଦେଶର ବେଆଇନ ଧାର୍ମିକ ପରିବର୍ତ୍ତନ ଆଇନ, ୨୦୨୧ର…

ବିଜେଡି ଜନଜାଗରଣ ଅଭିଯାନ ପଛର କାରଣ କ’ଣ?

ଭୁବନେଶ୍ବର: ଅଗଷ୍ଟ ୧୬ରୁ ପ୍ରତି ପଞ୍ଚାୟତରେ ବିଜେଡି ଆରମ୍ଭ କରିବ ଜନଜାଗରଣ ଅଭିଯାନ । ଭତ୍ତାକୁ ନେଇ ବିଜେପିକୁ ସୋସିଆଲ୍ ମିଡିଆରେ ସିଧା ଆଟାକ୍ କରିଛନ୍ତି ଦଳର ସଭାପତି ନବୀନ ପଟ୍ଟନାୟକ। ବିଜେପିର ପ୍ରତିଶ୍ରୁତି ପାଣିର ଗାର ହୋଇଛି। ଭତ୍ତାଧାରୀ ବୟସ୍କ ତଥା ରାଜ୍ୟବାସୀଙ୍କ ସହ ପ୍ରତାରଣା…