Latest Odisha News

BREAKING NEWS

ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା; ନିର୍ମମ ଭାବେ ପିଟିଥିଲା ଅଭିଯୁକ୍ତ

କୋଲକାତା: ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆସିଲା ପୋଷ୍ଟମର୍ଟମ ରିପୋର୍ଟ। ପୋଷ୍ଟମର୍ଟମ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ଯ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଟ୍ରେନି ମହିଳା ଡାକ୍ତରଙ୍କୁ ଅତି ନିର୍ମମ ଭାବେ ପିଟିବା ପରେ…

“ଭାରତ ମାତା କି ଜୟ”, ଭୁଲ୍ ଲେଖିଲେ ମନ୍ତ୍ରୀ, ଟାର୍ଗେଟ କଲେ ଲେଖାଶ୍ରୀ

ଭୁବନେଶ୍ବର: ‘ଭାରତ ମାତା କି ଜୟ’ ଭୁଲ୍ କରି ‘ଡାରତ ମାତା କି ଜୟ’ ବୋଲି ଲେଖିଦେଲେ ରାଜସ୍ବ ମନ୍ତ୍ରୀ । ସଂଶୋଧନ କଲେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ । ଯାହାକୁ ନେଇ କଡା ନିନ୍ଦା କରିଛି ବିଜେଡି । ଓଡିଶାର ଶାସନ କୁଳାଙ୍ଗାରଙ୍କ ହାତରେ ଅଛି ବୋଲି କହି ଧିକ୍କାର କରିଛି । ତେବେ…

ଘରେ ସୁନାର ପାହାଡ କରିଥିଲେ ମୁଖ୍ୟଯନ୍ତ୍ରୀ, ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ବର: ମହଙ୍ଗା ପଡିଲା କଳା ଧନରେ ଅୟସ ଆରାମ । ବାନ୍ଧିଲା ଭିଜିଲାନ୍ସ । ଆର ଏବଂ ବି ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୂଳ ମାମଲାରେ ଆଜି ଭିଜିଲାନ୍ସ ଗିରଫ କରିଛି । ଗତକାଲି ଏକା ସାଙ୍ଗରେ ମିଶ୍ରଙ୍କ ପ୍ରାୟ ୯ଟି ସ୍ଥାନରେ ଚଢାଉ…

ଏକ୍ସକୁ ବାହୁଡିଲେ ଟ୍ରମ୍ପ: ମସ୍କଙ୍କ ସାଙ୍ଗେ କଲେ ସାକ୍ଷାତକାର

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସକୁ ଫେରିଛନ୍ତି ପୂର୍ବତନ ଆମେରିକା ରାଷ୍ଟ୍ରପତି ତଥା ୨୪ ନିର୍ବାଚନ ପାଇଁ ରିପବ୍ଲିକାନ୍ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ । ଏକ୍ସକୁ ଫେରୁ ଫେରୁ ସେ ‘ମେକ୍ ଆମେରିକା ଗ୍ରେଟ୍ ଏଗେନ୍’ କ୍ୟାମ୍ପେନକୁ ଜୋରଦାର କରିଛନ୍ତି । ଏହାକୁ…

ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ୍ ସସପେଣ୍ଡ

ନୂଆଦିଲ୍ଲୀ: ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ୍ ସସପେଣ୍ଡ। ୧୮ ମାସ ପାଇଁ ସସପେଣ୍ଡ କଲା ବିଶ୍ବ ବ୍ୟାଡମିଣ୍ଟନ ଫେଡେରେସନ। ଡୋପିଂ ନିରୋଧୀ ନିୟମ ଉଲ୍ଲଂଘନ ଅଭିଯୋଗରେ ପ୍ରମୋଦ ଭଗତ୍‌ଙ୍କୁ ନିଲମ୍ବିତ କରାଯାଇଛି । ୨୦୨୪ ପ୍ୟାରିସ ପାରା ଅଲିମ୍ପିକ୍ସରେ ପ୍ରମୋଦ ଭାଗ ନେଇପାରିବେନି।…

ମହାପ୍ରଭୁ ପଡିଯିବା ଘଟଣା: ଆରମ୍ଭ ହେଲା ତଦନ୍ତ

ପୁରୀ: ରଥଯାତ୍ରା ସମୟରେ ଆଡପ ପହଣ୍ଡି ବେଳେ ବଡ ଠାକୁର ପଡିଯିବା ଘଟଣାରେ ଆରମ୍ଭ ହେଲା ତଦନ୍ତ । ଏକ ୩ ଜଣିଆ କମିଟି ଏହା ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ଏନେଇ ବଳଭଦ୍ରଙ୍କ ମୁଖ୍ୟ ବାଡ଼ଗ୍ରାହୀଙ୍କୁ ଡାକି କମିଟି ପଚରାଉଚରା କରିଥିବା ବେଳେ ଦଇତାପତି, ପ୍ରତିହାରୀ, ଖୁଣ୍ଟିଆ ସେବକ,…

ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜାଙ୍କ ପରଲୋକ

ବରଗଡ଼: ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ। ୭୦ ବର୍ଷ ବୟସରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ଗୋପାଳ ସାହୁ। କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି…

ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା, ଆଜିଠୁ ଦେଶବ୍ୟାପୀ ଓପିଡି ସେବା ବନ୍ଦ ଡାକରା

କୋଲକାତା: ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ତେଜିବାରେ ଲାଗିଛି ଆନ୍ଦୋଳନ। ଫେଡେରେସନ ଅଫ ଅଲ ଇଣ୍ଡିଆ ମେଡିକାଲ ଆସୋସିଏସନ (FAIMA) ଦେଶବ୍ୟାପୀ ଆନ୍ଦୋଳନର ଡାକରା ଦେଇଛି। ପ୍ରତିବାଦରେ ଆଜିଠୁ ଦେଶବ୍ୟାପୀ ଓପିଡି ସେବା…

୭ଟି ପଞ୍ଚାୟତ ସମିତିରେ ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ, ୧୪ରେ ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ୱର: ଆସନ୍ତା ୨୨ ତାରିଖରେ ହେବ ପଞ୍ଚାୟତ ସମିତି ଅଧ୍ୟକ୍ଷ ଉପନିର୍ବାଚନ। ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୬ଟି ପଞ୍ଚାୟତ ସମିତି ଅଧ୍ୟକ୍ଷ ସହ ଗୋଟିଏ ଉପାଧ୍ୟକ୍ଷ ପଦବୀ ପାଇଁ ହେବ ଉପନିର୍ବାଚନ। ଏଥିପାଇଁ ୧୪ରେ ପ୍ରକାଶ ପାଇବ…

ଝାଡାବାନ୍ତି ଆକ୍ରାନ୍ତ: ୪ ଦିନରେ ୩ ଜଣଙ୍କ ମୃତ୍ୟୁ ଅଭିଯୋଗ

ନବରଙ୍ଗପୁର: ନନ୍ଦାହାଣ୍ଡି ବ୍ଲକରେ ଝାଡ଼ାବାନ୍ତି ଆତଙ୍କ । ଝାଡ଼ବନ୍ଧଗୁଡା ପଞ୍ଚାୟତର ଦଣ୍ଡସେନାଗୁଡା ଗାଁରେ ୪ ଦିନରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଗତ ୮ ତାରିଖରୁ ଦଣ୍ଡସେନାଗୁଡା ଗାଁରେ ଝାଡ଼ାବାନ୍ତି ରୋଗ ଆରମ୍ଭ ହୋଇଛି । ୯ ତାରିଖ ଦିନ ଜାନକି ଅମନାତ୍ୟ ନବରଙ୍ଗପୁର…