ଆଜି ଓ୍ବାୟନାଡ଼ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ମୋଦି
ନୂଆଦିଲ୍ଲୀ: ଆଜି କେରଳ ୱାୟନାଡ଼ ଭୂସ୍ଖଳନ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆକାଶମାର୍ଗରୁ ନୀରିକ୍ଷଣ କରିବା ସହ ଭୁସ୍ଖଳନ ଦ୍ବାରା ହୋଇଥିବା କ୍ଷୟକ୍ଷତିର କରିବେ ସମୀକ୍ଷା । ଏହା ସହ ରିଲିଫ କ୍ୟାମ୍ପ ପରିଦର୍ଶନ କରି ପ୍ରଭାବିତ ଲୋକଙ୍କୁ ଭେଟିବା ବ୍ୟତୀତ…