Latest Odisha News

ଥରିଲା ଜାପାନ, ୨ ମିନିଟରେ ୨ଥର ଶକ୍ତିଶାଳୀ ଭୂକମ୍ପ

ନୂଆଦିଲ୍ଲୀ: ୨ ମିନିଟରେ ୨ ଥର ଥରିଲା ଜାପାନ l ଜାପାନରେ ଦୁଇ ମିନିଟ୍ ମଧ୍ୟରେ ୨ଟି ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲ୍‌ରେ ଭୂମିକମ୍ପର ତୀବ୍ରତା ଯଥାକ୍ରମେ ୬.୯ ଓ ୭.୧ ରେକର୍ଡ କରାଯାଇଛି। ଦକ୍ଷିଣପଶ୍ଚିମରେ ଥିବା କ୍ୟୁଶୁ ଦ୍ୱୀପ ଓ ଶିକୋକୁରେ ଭୂମିକମ୍ପ ଅନୁଭୂତ…

ବିଚ୍ଛେଦର ତିନି ବର୍ଷ ପରେ ପୁଣି ପ୍ରେମରେ ପଡିଲେ ନାଗା ଚୈତନ୍ୟ, ସେୟାର କଲେ ନିର୍ବନ୍ଧର ଫଟୋ

ମୁମ୍ବାଇ: ବିବାହ ବିଚ୍ଛେଦର ତିନି ବର୍ଷ ପରେ ପୁଣି ନୂଆ ଜୀବନ ଆରମ୍ଭ କରିବାକୁ ଯାଉଛନ୍ତି ତେଲୁଗୁ ଅଭିନେତା ନାଗା ଚୈତନ୍ୟ । ଯାହାର ଝଲକ ସେ ତାଙ୍କର ସୋସିଆଲ ମିଡିଆରେ ସେୟାର କରିଛନ୍ତି । ‘ମେଡ୍ ଇନ୍ ହେବେନ୍’ ର ଅଭିନେତ୍ରୀ ସୋଭିତା ଧୁଲିପାଲାଙ୍କ ସହ ତାଙ୍କର ନିର୍ବନ୍ଧ ସରିଥିବାର ଫଟୋ…

ମୃତ ଯବାନଙ୍କ ସ୍ପର୍ମ ସାଇତି ରଖୁଛି ଇସ୍ରାଏଲ, ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ: ଇସ୍ରାଏଲ ଏବଂ ହାମାସ ମଧ୍ୟରେ ହୋଇଥିବା ଯୁଦ୍ଧରେ ଏପର୍ଯ୍ୟନ୍ତ ୪୦ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ମୃତକମାନଙ୍କ ମଧ୍ୟରେ ୭୦୦ରୁ ଅଧିକ ଇସ୍ରାଏଲ ସୈନିକ ମଧ୍ୟ ଅଛନ୍ତି। ଇସ୍ରାଏଲ୍ ସରକାର ବର୍ତ୍ତମାନ ଯୁଦ୍ଧରେ ପ୍ରାଣ ହରାଇଥିବା ଯବାନଙ୍କର ଶୁକ୍ରାଣୁକୁ ସାଇତି ରଖୁଛନ୍ତି।…

ବାଂଲାଦେଶ ହିଂସା: ଆଲର୍ଟରେ ଓଡ଼ିଶା

ଭୁବନେଶ୍ୱର: ବାଂଲାଦେଶରେ ଦେଖାଦେଇଥିବା ହିଂସା ଏବେ ଚରମ ସୀମାରେ ପହଂଚିଛି l ପୂର୍ବତନ ପ୍ରଧାନମନ୍ତ୍ରୀ ଦେଶ ଛାଡି ଭାରତ ଆସିବା ପରେ ଭାରତ ପ୍ରତି ବିପଦ ଘନେଇଛି l ଏହାରି ଭିତରେ ବର୍ଡ଼ର ରାଜ୍ୟକୁ ଆଲର୍ଟ ଜାରି କରିଛନ୍ତି ସରକାର l ସେପଟେ ବାଂଲାଦେଶ ହିଂସାକୁ ନେଇ ଓଡ଼ିଶାରେ ମଧ୍ୟ ହାଇ-ଆଲର୍ଟ…

ଏଣିକି ଠକାମୀ ଶିକାର ହେବେନି ହିତାଧିକାରୀ, ରାଜ୍ୟରେ ଖୋଲିଲା ପ୍ରଥମ ଚାଉଳ ଏଟିଏମ୍

ଭୁବନେଶ୍ୱର; ପ୍ରଥମ ଥର ପାଇଁ ରାଜ୍ୟରେ ଖୋଲିଲା ଚାଉଳ ଏଟିଏମ୍ l ଭୁବନେଶ୍ବର ମଞ୍ଚେଶ୍ବରରେ ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ଏଟିଏମ l ରାଜ୍ୟର ପ୍ରଥମ ଚାଉଳ ଏଟିଏମକୁ ଉଦ୍‌ଘାଟନ କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର l ତେବେ ଚାଉଳ ଏଟିଏମରେ ଚାଉଳ ଉଠାଇବାକୁ ହେଲେ ପ୍ରଥମେ…

ପୁଣି ପ୍ରଶଂସକଙ୍କ ହୃଦୟ ଜିତିଲେ ଅକ୍ଷୟ, ଦର୍ଘା ନିର୍ମାଣ ପାଇଁ ଦାନ କଲେ ଏତେ ଟଙ୍କା

ମୁମ୍ବାଇ: ବଲିଉଡ ଅଭିନେତା ଅକ୍ଷୟ କୁମାର ବର୍ତ୍ତମାନ ତାଙ୍କର ଆଗାମୀ ଚଳଚ୍ଚିତ୍ର 'ଖେଲ ଖେଲ ମେଁ'ର ପ୍ରମୋସନରେ ବ୍ୟସ୍ତ ଅଛନ୍ତି । ଏହା ହେଉଛି ଚଳିତ ବର୍ଷର ଅଭିନେତାଙ୍କର ତୃତୀୟ ଚଳଚ୍ଚିତ୍ର । ଯାହା ପାଇଁ ସମସ୍ତେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି । ଜଣେ ଭଲ ଅଭିନେତା ହେବା ବ୍ୟତୀତ…

ବନ୍ଧା ହେଲେ ମାଲାମାଲ୍ ବିଡିଓ

କଟକ: ବିଡିଓଙ୍କ ସମ୍ପତ୍ତିର ଲାଗିଥିଲା ଲମ୍ବା ଲାଇନ । ଶେଷରେ ବାନ୍ଧିଲା ଭିଜିଲାନ୍ସ । ଆଜି ବିଡିଓଙ୍କୁ ଗିରଫ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ଅର୍ଥାତ୍ ଗତକାଲି ଭିଜିଲାନ୍ସର ୮ ଜଣିଆ ଟିମ୍ ବିଡିଓ ବାବୁଙ୍କ ମୋଟ ୮ଟି ସ୍ଥାନରେ ଚଢାଉ ଆରମ୍ଭ କରିଥିଲା…

ପୁଣି ତାତିଛି ଆଳୁ ବଜାର, ଆଶ୍ବାସନା ଦେଲେ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ପୁଣି ଆଳୁ ଦର ଉପରମୁହାଁ ହୋଇଥିବା ବେଳେ ଏହାକୁ ନେଇ ହନ୍ତସନ୍ତ ହେଉଛନ୍ତି ଖାଉଟି । ସରକାରଙ୍କ ହସ୍ତକ୍ଷେପ ପରେ ବି ସ୍ଥିତି ସୁଧୁରୁନି । ଦିନକୁ ଦିନ ବଜାରରେ ଆଳୁ ଦର ବଢିଚାଲିଛି । କିଛି କିଛି ଖୁଚୁରା ଦେକାନୀ ୬୦ ଟଙ୍କା ଚଢା ଦରରେ ଆଳୁ ବିକ୍ରି କରୁଛନ୍ତି ।…

ଗୁଳି ଫୁଟି ୨ ମୃତ ଘଟଣା: ଅତ୍ୟଧିକ ମଦ୍ୟପାନ କରି ନିଜେ ଗୁଳି ଫୁଟାଇ ଥିଲେ ମୃତକ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଚୁଲିମାଳରେ ପୋଲିସ କନେଷ୍ଟବଳଙ୍କ ବନ୍ଧୁକରୁ ଗୁଳି ଫୁଟି ଦୁଇ ମୃତ ଘଟଣା । ଅତ୍ୟଧିକ ମଦ୍ୟପାନ କରି ନିଜେ ଗୁଳି ଫୁଟାଇ ଥିଲେ ମୃତକ । ପ୍ରଥମେ ଶେଷଦେବକୁ ବାଜିଥିଲା ଗୁଳି ପରେ ପିଏସଓ ମନୋଜ ନିଜକୁ ନିଜେ ଗୁଳି କରିଥିବା ସ୍ପଷ୍ଟ କଲା ପୋଲିସ୍…

ମଦକୁ ନେଇ ବଡ ବୟାନ ଦେଲେ ମନ୍ତ୍ରୀ…..

ଭୁବନେଶ୍ବର: ବିଜେପି ଶାସନ ଅଧିନରେ ଓଡିଶା ଆସିବା ପରେ ଗୋଟିଏ ପ୍ରସଙ୍ଗ ବେଶ୍ ଚର୍ଚ୍ଚା ଧରିଥିଲା ତାହା ହେଲା ନିଶାମୁକ୍ତ ଓଡିଶା । କାରଣ ପୁର୍ବରୁ ମଧ୍ୟ ଦେଖାଦେଇଛି ଯେ ବିଜେପି ରାଜ୍ୟ ମାନଙ୍କରେ ମଦକୁ ବ୍ୟାନ୍ କରାଯାଇଛି । ଯାହାକୁ ନେଇ ଅନେକ ମନ୍ତବ୍ୟ ମଧ୍ୟ ପ୍ରକାଶ ପାଇଥିଲା । ଏନେଇ…