ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ, ୮ଟି ସ୍ଥାନରେ ଚାଲିଛି ରେଡ୍
କଟକ: ଭିଜିଲାନ୍ସ ଜାଲରେ କଟକ ଆଠଗଡ଼ ବିଡିଓ। ଏକକାନୀଳ ୮ଟି ସ୍ଥାନରେ ଚାଲିଛି ରେଡ୍। ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ ଚାଲିଛି।
ଭୁବନେଶ୍ବର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ ସମେତ ଏକକାଳୀନ…