ଜୋରରେ ଭାସିଯାଇ ଛାତ୍ରୀ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
ଅନୁଗୁଳ: ଅନୁଗୁଳ ଜିଲ୍ଲା ବସଲା ପଞ୍ଚାୟତ ସୁନାଭୁଇଁ ଗାଁ ନିକଟରେ ଥିବା ଜୋରରେ ଭାସିଗଲେ ଛାତ୍ରୀ । ପାଠ ପଢିବାକୁ ଯାଇ ଘରକୁ ଫେରିବା ବାଟରେ ଜୋର ପାର ହେଉଥିବା ବେଳେ ଛାତ୍ରୀ ଜଣକ ଜୋରରେ ଭାସିଯାଇ ନିଖୋଜ ହୋଇଯାଇଛନ୍ତି । ଛାତ୍ରୀ ଜଣକଙ୍କର ପରିଚୟ ପ୍ରୀତି ବେହେରା ବୋଲି ଜଣାପଡିଛି ।…