ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ହେଲେ ଜିଏସଟି ପରିଷଦର ସଦସ୍ୟ
ଭୁବନେଶ୍ବର: ଭାରତ ସରକାରଙ୍କ ଅଧୀନରେ ଜିଏସଟି କାଉନ୍ସିଲ ଗଠନ କରାଯାଇଛି । ଏଥିରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ହେଲେ କେନ୍ଦ୍ର ଜିଏସଟି ପରିଷଦର ସଦସ୍ୟ । ଏଥିରେ ଦେଶର ବିଭିନ୍ନ ରାଜ୍ୟର ମନ୍ତ୍ରୀମାନଙ୍କୁ ସଦସ୍ୟ ଭାବେ ଚୟନ କରାଯାଇଛି ।
ତେବେ ଅନ୍ୟ ରାଜ୍ୟର ଅର୍ଥ…