ତୃତୀୟ ଦିନରେ ୫ ହଜାର ଲୋକଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସୋମବାର ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ମୁଖ୍ୟମନ୍ତ୍ରୀ ସକାଳ ୧୦ଟାରେ ଶୁଣାଣି ଆରମ୍ଭ କରି ଅପରାହ୍ନ ପ୍ରାୟ ୫ଟା ପର୍ଯ୍ୟନ୍ତ ଶୁଣାଣି ଜାରି ରଖିଥିଲେ । ସମୁଦାୟ ୨୪୦୩ ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ଏବଂ ପ୍ରାୟ ୫ ହଜାରରୁ ଅଧିକ ଲୋକ…