ଓବିସି ସଂରକ୍ଷଣ ଉପରେ ପଶ୍ଚିମବଙ୍ଗ ସରକାରଙ୍କୁ ମିଳିଲାନି ଆଶ୍ବସ୍ତି; ତଥ୍ୟ ମାଗିଲେ ସିଜେଆଇ
ନୂଆଦିଲ୍ଲୀ: ୭୭ ଜାତିଙ୍କୁ ଅନ୍ୟ ପଛୁଆ ଶ୍ରେଣୀରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତି ଉପରେ ପଶ୍ଚିମବଙ୍ଗ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଠାରୁ କୌଣସି ଆଶ୍ବସ୍ତି ମିଳିନାହାଁ । ପଛୁଆ ବର୍ଗରେ ବିଭିନ୍ନ ଜାତି ଅନ୍ତର୍ଭୁକ୍ତ କରିବା ପାଇଁ ମମତା ବାନାର୍ଜୀ ସରକାରଙ୍କ ନିଷ୍ପତ୍ତିକୁ ହାଇକୋର୍ଟ ଖାରଜ…