ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ; ଏହି ୬ଟି ପ୍ରସ୍ତାବ ଉପରେ ହୋଇଛି ଆଲୋଚନା
ପୁରୀ: ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ବସିଥିବା ପରିଚାଳନା କମିଟି ବୈଠକ ଶେଷ ହୋଇଛି l ବୈଠକରେ ସମୁଦାୟ ୬ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇଛି l ଭିତର ଓ ବାହାର ରତ୍ନଭଣ୍ଡାର ସ୍ଥାନାନ୍ତରଣ ପକ୍ରିୟାକୁ ଅନୁମୋଦନ କରାଯାଇଛି ଏନେଇ ରାଜ୍ୟସରକାରଙ୍କୁ ଅବଗତ କରାଯିବ ବୋଲି ବୈଠକରେ…