ଗୋଟିଏ ପରିବାରର ୩ ଜଣଙ୍କ ଆତ୍ମହତ୍ୟା ଉଦ୍ୟମ, କାରଣ ଅସ୍ପଷ୍ଟ
କଟକ: ଗୋଟିଏ ପରିବାରର ୩ ଜଣ ଆତ୍ମହତ୍ୟା ଉଦ୍ୟମ । ଏଭଳି ଘଟଣା ସାମ୍ନାକୁ ଆସିଛି କଟକ ସିଡିଏ ସେକ୍ଟର ୬ ଅଞ୍ଚଳରୁ । ଗୁରୁତର ଅବସ୍ଥାରେ ବାପା, ମାଆ ଓ ପୁଅଙ୍କୁ ଏସସିବି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ଖବର ମୁତାବକ, ବେଙ୍ଗାଲୁରୁର ଏକ ଆଇଟି କମ୍ପାନୀରେ ସଫ୍ଟୱେର ଇଞ୍ଜିନିୟର ଭାବେ…