ବାର୍ଷିକ ପ୍ରାୟ ୪ ହଜାରରୁ ଊର୍ଧ୍ବ ମୁଣ୍ଡ ଏବଂ ଗଳା କର୍କଟ ରୋଗୀଙ୍କ ଅସ୍ତ୍ରୋପଚାର କରୁଛି ଏମ୍ସ
ଭୁବନେଶ୍ୱର: ବର୍ଷକୁ ବର୍ଷ ମୁଣ୍ଡ ଏବଂ ଗଳା କର୍କଟ ରୋଗୀଙ୍କ ସଂଖ୍ୟା ଉଲ୍ଲେଖନୀୟ ଭାବେ ବୃଦ୍ଧି ଘଟୁଛି। ଯାହାକି ନିହାତି ଚିନ୍ତାଜନକ। ଏମ୍ସ ଭୁବନେଶ୍ୱରର ଇଏନ୍ଟି ଏବଂ ରେଡିଓଥେରାପି ବିଭାଗକୁ କେବଳ ବାର୍ଷିକ ୧୦ ହଜାରରୁ ଅଧିକ ରୋଗୀ ଚିକିତ୍ସା ନିମନ୍ତେ ଆସୁଛନ୍ତି। ଏଥିମଧ୍ୟରୁ ସାଢ଼େ ତିନି…