କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର: ଘଟଣାସ୍ଥଳରେ ଜଣେ ମହିଳା କାଉଡ଼ିଆଙ୍କ ମୃତ୍ୟୁ, ୨ ଗୁରୁତର
କଟକ: ଶ୍ରାବଣର ଦ୍ବିତୀୟ ସୋମବାରରେ ବଡ଼ ଅଘଟଣ। କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିରେ କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର। ଘଟଣାସ୍ଥଳରେ ଜଣେ ମହିଳା କାଉଡ଼ିଆଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଥିବା ସୂଚନା ରହିଛି।
ସୂଚନା ଅନୁସାରେ ନିଶ୍ଚିନ୍ତକୋଇଲି ତହସିଲ ଛକ ନିକଟରେ ଏକ ପିକ୍ଅପ…