ଏମିତି ବି ଆସେ ମୃତ୍ୟୁ: ନାଚୁ ନାଚୁ ଚାଲିଗଲେ ନୃତ୍ୟ ଗୁରୁ
ଯାଜପୁର: ନୃତ୍ୟ ଅଭ୍ୟାସ ବେଳେ ଚାଲିଗଲା ନୃତ୍ୟ ଗୁରୁଙ୍କ ଜୀବନ । ଯାଜପୁର ଜିଲ୍ଲା ଷଠୀପୁର ସ୍ଥିତ କ୍ୟାମ୍ପରେ ଯାଜ୍ଞସେନି ଅପେରା ଡ୍ୟାନ୍ସ ଗୁରୁ ମାୟାଧର ଜେନାଙ୍କ ମୃତ୍ୟୁ । ନୃତ୍ୟ ଅଭ୍ୟାସ ବେଳେ ଅଚାନକ ଅସୁସ୍ଥ ହୋଇପଡିଥିଲେ ନୃତ୍ୟ ଗୁରୁ । ତୁରନ୍ତ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି…