Latest Odisha News

BREAKING NEWS

ବିଧାନସଭା ଅଚଳ…ଏଥର କଟିବ ଦରମା !

ଭୁବନେଶ୍ବର: ବିଧାନସଭା ଆରମ୍ଭରୁ ହୋହଲ୍ଲା, ନାରାବାଜି । ଗୃହ ବାରମ୍ବାର ମୁଲତବି । ଗତ ଦୁଇ ଦିନ ହେଲା ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ ମାରିବା ଘଟଣାରେ ବିଧାନସଭାରେ ତୁମ୍ବିତୋଫାନ କରୁଛି ବିଜେଡି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ବର୍ଜନ କଲେ, ଦ୍ବିତୀୟ ଦିନ ବାଚସ୍ପତିଙ୍କ ମାଇକ…

ରେଳ ପାଇଁ ଓଡ଼ିଶାକୁ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ: ଅଶ୍ଵିନୀ ବୈଷ୍ଣବ

ଭୁବନେଶ୍ୱର: ରେଳ ପାଇଁ ଓଡ଼ିଶାକୁ ୧୦ ହଜାର ୫୮୬ କୋଟି ଟଙ୍କାର ଅନୁଦାନ। ଏନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ୟୁପିଏ ସରକାର ବେଳେ ଓଡ଼ିଶାକୁ ବାର୍ଷିକ ୮୩୮ କୋଟି ମିଳୁଥିଲା । ଏବେ ଓଡ଼ିଶାକୁ ୟୁପିଏ ତୁଳନାରେ ୧୨ ଗୁଣ ଅଧିକ ଅନୁଦାନ ମିଳୁଛି ବୋଲି କହିଛନ୍ତି…

୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ

ବଲାଙ୍ଗୀର: ଭିଜିଲାନ୍ସ ଜାଲରେ ଫସିଛନ୍ତି ପାଟଣାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ସୁଜିତ କୁମାର ପାଢୀ । ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଥିଲା ଭିଜିଲାନ୍ସ ଟିମ୍। ତାଙ୍କଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ। ସୂଚନା ଅନୁସାରେ, ଏକ ବିଲ୍‌…

ମହାସାଗର ତଳେ ଉତ୍ପନ୍ନ ହେଉଛି ‘ଡାର୍କ ଅକ୍ସିଜେନ’, ଏହା ନରହିଲେ ଜୀବଜଗତକୁ ବିପଦ

ନୂଆଦିଲ୍ଲୀ: ଦୁନିଆରେ ଏପରି ଅନେକ ଜିନିଷ ରହିଛି ଯାହା ବିଷୟରେ ବୈଜ୍ଞାନିକମାନେ ଏପର୍ଯ୍ୟନ୍ତ ଜାଣିପାରି ନାହାଁନ୍ତି। ଏହି କାରଣରୁ ପ୍ରତିଦିନ କିଛି ନା କିଛି ନୂଆ ଆବିଷ୍କାର ଆମ ସାମ୍ନାକୁ ଆସେ। ମହାସାଗର ଗଭୀରତାରେ ମଧ୍ୟ ସମାନ ଆବିଷ୍କାର କରାଯାଇଥିଲା, ଯେଉଁଠାରୁ କିଛି ଉତ୍ପନ୍ନ ହୋଇଛି…

ଦୁଇଦିନ ଭିତରେ ନିଟ-ୟୁଜି ଚୂଡାନ୍ତ ରେଜଲ୍ଟ ଘୋଷଣା କରିବ ଏନଟିଏ: ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ: ଦୁଇଦିନ ଭିତରେ ନିଟ-ୟୁଜି ରେଜଲ୍ଟ ଘୋଷଣା କରିବ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) । ଏନେଇ ଘୋଷଣା କରିଛନ୍ତି ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏକ ସାମ୍ବାଦିକ ସମ୍ମିଳନୀରେ ଶିକ୍ଷା ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ଯେ NTA ଦୁଇ ଦିନ ମଧ୍ୟରେ NEET-UGର ଚୂଡ଼ାନ୍ତ…

ପିଏମ୍‌ ସୂର୍ଯ୍ୟଘର ଯୋଜନାରେ ମିଳିବ ୭୮ ହଜାରର ସହାୟତା

ଭୁବନେଶ୍ୱର: ପିଏମ୍‌ ସୂର୍ଯ୍ୟଘର ଯୋଜନାରେ ମିଳିବ ୭୮ ହଜାରର ସହାୟତା । ଆଜି ବିଧାନସଭାର ତୃତୀୟ ଦିନରେ ବିଧାୟକ ଗଣେଶ୍ବର ବେହେରାଙ୍କ ପ୍ରଶ୍ନର ଉତ୍ତରରେ କହିଛନ୍ତି ଶକ୍ତିମନ୍ତ୍ରୀ କେଭି ସିଂଦେଓ। ମନ୍ତ୍ରୀ କହିଛନ୍ତି ଯ, ପିଏମ୍‌ ସୂର୍ଯ୍ୟଘର ଯୋଜନାରେ ସୌରଶକ୍ତି ଦ୍ବାରା ବିଜୁଳି ମିଳିବ।…

ଟେକ୍‌ ଅଫ୍‌ ବେଳେ ବିମାନରେ ଲାଗିଲା ନିଆଁ, ଦେଖନ୍ତୁ ଭିଡିଓ

କାଠମାଣ୍ଡୁ: ନେପାଳର କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦର (ଟିଆଇଏ)ରେ ଟେକ୍‌ ଅଫ୍‌ ବେଳେ ସୌରିଆ ଏୟାରଲାଇନ୍ସର ଏକ ବିମାନ ୯ଏନ୍-ଏଏମଇ (ସିଆରଜେ ୨୦୦) ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଦୁର୍ଘଟଣା ବେଳର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

ରାସନ କାର୍ଡ: ଖୁବ୍‌ ଶୀଘ୍ର ନୂଆ ତାଲିକା

ଭୁବନେଶ୍ୱର: ଖୁବ୍‌ ଶୀଘ୍ର ରାସନ୍ କାର୍ଡ ହିତାଧିକାରୀଙ୍କ ନୂଆ ତାଲିକା। ମାସେ ଭିତରେ ନୂଆ ହିତାଧିକାରୀ ରାସନ କାର୍ଡ ପାଇବେ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ପ୍ରାୟ ୮ ଲକ୍ଷ ନୂଆ ହିତାଧିକାରୀ ନୂଆ ରାସନ କାର୍ଡ ପାଇପାରନ୍ତି ବୋଲି…

୪୮୦ ବୋତଲ କଫ୍ ସିରଫ୍ ସହ ଜଣେ ଯୁବତୀ ଗିରଫ

ବରଗଡ଼: ବରଗଡ଼ ଟାଉନ ଥାନା ପୋଲିସ ଦ୍ବାରା ବରଗଡ଼ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ନିକଟରୁ ୪୮୦ ବୋତଲ କଫ୍ ସିରଫ୍ ସହ ଜଣେ ଯୁବତୀଙ୍କୁ ଗିରଫ କରାଯାଇଛି। ତେବେ ଗିରଫ ଅଭିଯୁକ୍ତ ଯୁବତୀ ଜଣକ ସମ୍ୱଲପୁର ସହରର ଏନ୍ ଗୁଆ ଗଲି, ବୁଢ଼ାରଜା ଅଞ୍ଚଳର ହୋଇଥିବା ବେଳେ ବରଗଡ଼ ନଦୀପଡ଼ା ଡାଙ୍ଗ ଅଞ୍ଚଳରେ…

ଅଲିମ୍ପିକ୍ସରେ ଓଡିଶା ଆଥଲେଟ, ଦିଲୀପଙ୍କଠାରୁ କିଶୋର ପର୍ଯ୍ୟନ୍ତ

ଅଲିମ୍ପିକ୍ସରେ ଭାରତର ପ୍ରଦର୍ଶନସ୍ତର ସୁଧୁରିବା ଆରମ୍ଭ ହୋଇଛି । ପ୍ୟାରିସ ଅଲିମ୍ପିକ୍ସରେ ଭାରତ ଏହି ଧାରା ବଜାୟ ରଖିବ ବୋଲି ଆଶା କରାଯାଉଛି । ଭାରତ ପକ୍ଷରୁ ଓଡିଶାର ଅନେକ ଖେଳାଳି ଅଲିମ୍ପିକ୍ସ ଖେଳିବା ସୌଭାଗ୍ୟ ଅର୍ଜନ କରିଛନ୍ତି । ୨୮ ବର୍ଷ ମଧ୍ୟରେ ୧୫ଜଣ ଖେଳାଳି ଅଲିମ୍ପିକ୍ସରେ…