Latest Odisha News

BREAKING NEWS

ଜମ୍ମୁ-କାଶ୍ମୀରରେ ଏନକାଉଣ୍ଟର; ଜଣେ ଆତଙ୍କବାଦୀ ନିହତ, ଯବାନ ଆହତ

କୁପୱାରା: ଜମ୍ମୁ କାଶ୍ମୀରର କୁପୱାରାରେ ହୋଇଥିବା ଏକ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ ହୋଇଛନ୍ତି। ଜମ୍ମୁ କଶ୍ମୀରର କୁପୱାଡାର ଲୋଲାବ ଉପତ୍ୟକାର ତ୍ରିମୁଖା ଟପ୍ରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି।…

ସମୟ ସୀମା ସରିଥିଲେ ସୁଦ୍ଧା ପ୍ରମାଣପତ୍ର ଦାଖଲ କରିପାରିଲେନି ପୂଜା ଖେଡକର

ନୂଆଦିଲ୍ଳୀ: ବଢ଼ିବାରେ ଲାଗିଛି ଆଇଏଏସ୍ ପୂଜା ଖେଡକରଙ୍କ ସମସ୍ୟା। ଜୁଲାଇ ୨୩ରେ ଡେଡ୍‌ ଲାଇନ୍‌ ସରିଥିଲେ ସୁଦ୍ଧା ସେ ପ୍ରମାଣପତ୍ର ଦାଖଲ କରିପାରି ନାହାନ୍ତି। ଉତ୍ତରାଖଣ୍ଡର ମସୁରି ଲାଲ ବାହାଦୂର ଶାସ୍ତ୍ରୀ ନ୍ୟାସନାଲ ଏକାଡେମୀ ଅଫ୍ ଆଡମିନିଷ୍ଟ୍ରେସନ୍ ତାଙ୍କୁ ପୁନର୍ବାର ଡାକି…

ଦିଲ୍ଲୀ ୟୁନିଭରସିଟିର ୯ ଛାତ୍ର ଅଲିମ୍ପିକ୍ସରେ ଭାଗ ନେବେ

ନୂଆଦିଲ୍ଲୀ: ପ୍ୟାରିସ ଅଲିମ୍ପିକ୍ସରେ ଦିଲ୍ଲୀ ୟୁନିଭରସିଟିର ୯ ଛାତ୍ର କମାଲ କରିବାକୁ ଯାଉଛନ୍ତି । ଏମାନଙ୍କ ମଧ୍ୟରେ ୨ଜଣ ପଢ଼ୁଥିବା ବେଳେ ଅନ୍ୟମାନେ ପାଠ ଶେଷ କରି ସାରିଛନ୍ତି । ଡିୟୁର ଭାଇସ ଚ୍ୟାନ୍ସଲର ଯୋଗେଶ ସିଂ କହିଛନ୍ତି ଯେ, ୯ଜଣଙ୍କ ମଧ୍ୟରୁ ୬ଜଣ ଶୁଟିଂରେ, ଜଣେ ଆଥଲେଟିକ୍ସରେ ଓ…

କାଠମାଣ୍ଡୁରେ ବିମାନ ଦୁର୍ଘଟଣାଗ୍ରସ୍ତ: ୧୩ ମୃତ, ହସ୍ପିଟାଲରେ ଭର୍ତ୍ତି ପାଇଲଟ

କାଠମାଣ୍ଡୁ: ନେପାଳର କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦର (ଟିଆଇଏ)ରେ ଉଡ଼ାଣ ଭରିବା ସମୟରେ ସୌରିଆ ଏୟାରଲାଇନ୍ସର ଏକ ବିମାନ ୯ଏନ୍-ଏଏମଇ (ସିଆରଜେ ୨୦୦) ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହାପରେ ୧୩ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୋଖରା ଅଭିମୁଖେ ଯାଉଥିବା ବିମାନରେ ୧୯ ଜଣ…

ଏଏସଆଇ ମରାମତି କରି ସାର୍ଟିଫିକେଟ୍‌ ଦେଲେ ରତ୍ନଭଣ୍ଡାର ଗଣତି, ମଣତି ହେବ: ଜଷ୍ଟିସ ବିଶ୍ବନାଥ ରଥ

ପୁରୀ: ଏଏସଆଇ ମରାମତି କରି ସାର୍ଟିଫିକେଟ୍‌ ଦେଲେ ରତ୍ନଭଣ୍ଡାର ଗଣତି, ମଣତି ହେବ। ରତ୍ନଭଣ୍ଡାର ଗଣତି, ମଣତି ନେଇ ଜଷ୍ଟିସ ବିଶ୍ବନାଥ ରଥ ଦେଲେ ସୂଚନା। ମରାମତି ଏମିତି ହେବା ଦରକାର ଯାହା ୧୦୦ ବର୍ଷ ପାଇଁ ଆବଶ୍ୟକ ପଡ଼ିବନି ବୋଲି କହିଲେ ଜଷ୍ଟିସ ରଥ। ଜଷ୍ଟିସ ରଥଙ୍କ କହିବା ଅନୁସାରେ,…

ବଜେଟ୍ ୨୦୨୪କୁ ନେଇ ବିରୋଧୀଙ୍କ ବିକ୍ଷୋଭକୁ ନିନ୍ଦନୀୟ କହି କଡ଼ା ଜବାବ ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ବଜେଟ୍ ୨୦୨୪ରେ ବିହାର ଓ ଆନ୍ଧ୍ରପ୍ରଦେଶକୁ ଅନ୍ୟ ରାଜ୍ୟ ତୁଳନାରେ ଅଧିକ ଅନୁଦାନ ଦିଆଯାଇଥିବା ବିରୋଧୀଙ୍କ ଅଭିଯୋଗ ଉପରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବିରୋଧୀ ଏହାକୁ ଭେଦଭାବପୂର୍ଣ୍ଣ ବୋଲି କହିଛନ୍ତି। କେନ୍ଦ୍ର…

କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ବିମାନ ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ: କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦର (ଟିଆଇଏ)ରେ ଉଡ଼ାଣ ଭରିବାର କିଛି ସମୟ ପରେ ଏକ ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନଟି କାଠମାଣ୍ଡୁରୁ ପୋଖରା ଅଭିମୁଖେ ଉଡ଼ାଣ ଭରିବା ସମୟରେ ଏହି ଦୁର୍ଘଟଣା ଘଟିଛି। ବିମାନରେ କେବଳ ବିମାନର ବୈଷୟିକ କର୍ମଚାରୀ…

ଲଗାତର ତୃତୀୟ ଦିନ ପାଇଁ ବିଧାନସଭାରେ ଅଚଳାବସ୍ଥା, ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଲଗାତର ତୃତୀୟ ଦିନ ପାଇଁ ବିଧାନସଭାରେ ଅଚଳାବସ୍ଥା ଲାଗି ରହିଥିବାରୁ ପୂର୍ବାହ୍ନ ସାଢ଼େ ୧୨ଟା ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି। ମୁଖ୍ୟତଃ ବିଭିନ୍ନ ରାଜନୈତିକ ଦଳ ଉଠାଇଥିବା ଦୁଇଟି ପୃଥକ ପ୍ରସଙ୍ଗକୁ ନେଇ ଏହି ଅଚଳାବସ୍ଥା ସୃଷ୍ଟି ହୋଇଛି। ଏହାପରେ ବାଚସ୍ପତି ସର୍ବଦଳୀୟ ବୈଠକ…

ସମ୍ବଲପୁର ପୁଲିସକୁ ବଡ଼ ସଫଳତା, ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗ ଗିରଫ

ସମ୍ବଲପୁର: ଏକ ବଡ ଡକାୟତି ଗ୍ୟାଙ୍ଗକୁ ଗିରଫ କରିଛି ସମ୍ବଲପୁର ପୁଲିସ। ସହରେ ଚାଲିଥିଲା ଆନ୍ତଃରାଜ୍ୟ ଡକାୟତଙ୍କ ରାଜ୍। ତେବେ ପୁଲିସକୁ ଏକ ବଡ଼ ଧରଣର ସଫଳତା ମିଳିଛି। ପୁଲିସ ଦ୍ୱାରା ୧୦ ଆନ୍ତଃରାଜ୍ୟ ଡକାୟତ ଗିରଫ ହୋଇଥିବା ବେଳେ ୫ଲକ୍ଷ ୧୨ହଜାର ଟଙ୍କା, ୪୮୦ଗ୍ରାମ ସୁନା, ୧୪ଟି ମୋବାଇଲ ଓ…

୧୦୦୦ କୋଟି ଟଙ୍କା ବୁଷ୍ଟର: ସ୍ପେସ୍ ଇକନମିରେ କାହିଁକି ଏତେ ଖର୍ଚ୍ଚ କରୁଛନ୍ତି ସରକାର ?

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍ ଉପସ୍ଥାପନ କରିଛନ୍ତି। ତାଙ୍କର ସପ୍ତମ ବଜେଟରେ ସୀତାରମଣ ମହାକାଶ ଅର୍ଥନୀତି ପାଇଁ ୧୦୦୦ କୋଟି ଟଙ୍କା ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ଅର୍ଥାତ୍ ମହାକାଶ ସମ୍ବନ୍ଧୀୟ…