Latest Odisha News

BREAKING NEWS

ଆୟକରକୁ ନେଇ ବଜେଟରେ ବଡ଼ ଘୋଷଣା

ନୂଆଦିଲ୍ଲୀ: ମଧ୍ୟବିତ୍ତ ଓ ଟିକସଦାତାଙ୍କ ପାଇଁ କେନ୍ଦ୍ର ବଜେଟରେ ନିର୍ମଳା ସୀତାରମଣ ବଡ଼ ଘୋଷଣା କରିଛନ୍ତି । ନୂଆ ଟିକସ ବ୍ୟବସ୍ଥାରେ ଷ୍ଟାଣ୍ଡାର୍ଡ ଡିଡକ୍ସନ୍ ସୀମା ୫୦ହଜାରରୁ ୭୫ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଏଥିସହ ନୂଆ ଟିକସ ସ୍ଲାବରେ ପୁଣି ଥରେ ପରିବର୍ତ୍ତନ କରାଯାଇଛି । ତେବେ…

ବଜେଟ ୨୦୨୪: କର୍ମଜୀବୀ ମହିଳାଙ୍କ ପାଇଁ ହଷ୍ଟେଲ୍ ତିଆରି ହେବ: ନିର୍ମଳା ସୀତାରମଣ

ନୂଆଦିଲ୍ଲୀ: ଲୋକସଭାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ବର୍ଷ ପାଇଁ ସାଧାରଣ ବଜେଟ୍ ଉପସ୍ଥାପନ କରୁଛନ୍ତି।ଏହି ଅବସରରେ  କର୍ମଜୀବୀ ମହିଳାଙ୍କ ପାଇଁ ଅଧିକ ହଷ୍ଟେଲ୍ କରାଯିବ ବୋଲି ସେ ଘୋଷଣା କରିଛନ୍ତି। ଦେଶରେ କାର୍ଯ୍ୟକ୍ଷେତ୍ରରେ ମହିଳାଙ୍କ ସଂଖ୍ୟା ବୃଦ୍ଧି କରିବା…

କ’ଣ ଶସ୍ତା କ’ଣ ମହଙ୍ଗା? ସୁନା, ରୁପା ମୋବାଇଲ୍ ହେବ ଶସ୍ତା

ନୂଆଦିଲ୍ଲୀ: ମୋଦି ସରକାରର ତୃତୀୟ ପାଳିର ପ୍ରଥମ ସାଧାରଣ ବଜେଟ୍ ଉପସ୍ଥାପିତ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ବିଭିନ୍ନ କ୍ଷେତ୍ର ପାଇଁ ସ୍ବତନ୍ତ୍ର ଘୋଷଣା କରାଯାଇଛି । ତେବେ ବଜେଟ୍ ସାଧାରଣ ଜନତାଙ୍କ ପକେଟକୁ କେମିତି ପ୍ରଭାବିତ କରିବ? କେଉଁ ସାମଗ୍ରୀ ଶସ୍ତା ହେବ ଓ…

କପଡା ଦୋକାନରୁ ଲୁଟି ନେଲେ ୨.୫୦ ଲକ୍ଷ ଟଙ୍କା, ସିସିଟିଭିରେ କଏଦ ଚୋରିର ଦୃଶ୍ୟ

କଟକ: କଟକରେ ଥିବା ଏକ କପଡା ଦୋକାନରେ ପଶି ୨.୫୦ଲକ୍ଷ ନଗଦ ଟଙ୍କା ନେଇ ଯାଇଛନ୍ତି ଦୁର୍ବୁତ୍ତ। ଚୋରି ଦୃଶ୍ୟ ସିସିଟିଭି କ୍ୟାମେରାରେ କଏଦ ହୋଇଛି। ଏହି ଘଟଣା ସହରର ମଧୁପାଟଣା ଅଞ୍ଚଳରେ ଘଟିଛି। ଆଜି ସକାଳେ ମାଲିକ ଯେତେବେଳେ ଦୋକାନ ଖୋଲିବାକୁ ଆସିଥିଲେ ସେତେବେଳେ ଚୋରି ହୋଇଥିବା ନେଇ…

ଉପବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ତଳସରା ବିଧାୟକ

ଭୁବନେଶ୍ବର: ବିଜେପିର ଉପବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ । ବିଧାନସଭା ସଚିବଙ୍କୁ ନିଜ ନାମାଙ୍କନ ପତ୍ର ପ୍ରଦାନ କରିଛନ୍ତି ଭବାନୀ । ତେବେ ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୨୪ରେ ହେବ ଉପବାଚସ୍ପତି ନିର୍ବାଚନ । ତେବେ କହିରଖୁଛୁ, ସୁନ୍ଦରଗଡ…

ଖୁସି ଖବର: ପ୍ରଥମକରି ଚାକିରି ପାଇଥିବା ବ୍ୟକ୍ତିଙ୍କ ଆୟ ୧ଲକ୍ଷରୁ କମ ଥିଲେ ଇପିଏଫଓରୁ ମିଳିବ ସ୍ୱତନ୍ତ୍ର ସହାୟତା

ନୂଆଦିଲ୍ଲୀ: ଯୁବବର୍ଗଙ୍କ ପାଇଁ ଖୁସି ଖବର। ପ୍ରଥମ କରି ଚାକିରି ପାଇଥିବା ବ୍ୟକ୍ତିଙ୍କ ଆୟ ୧ଲକ୍ଷରୁ କମ ଥିଲେ ଇପିଏଫଓରୁ ମିଳିବ ସ୍ୱତନ୍ତ୍ର ସହାୟତା। ପ୍ରଥମକରି ଚାକିରି କରିଥିବା ଯୁବକ, ଯୁବତୀ ଯାହାଙ୍କ ଦରମା ୧ ଲକ୍ଷରୁ କମ୍ ଥିବ ସେମାନଙ୍କ ପାଇଁ ପ୍ରଥମଥର ଇପିଏଫଓ ରେଜିଷ୍ଟର କରିଥିଲେ ୧୫…

ଖୋଲିଲା ନିର୍ମଳାଙ୍କ ପେଡି: ବିହାର-ଆନ୍ଧ୍ରକୁ ଓଜାଡିଲେ

ନୂଆଦିଲ୍ଲୀ: ମୋଦି ସରକାରଙ୍କର ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍ ଆଜି ଉପସ୍ଥାପନା ହେଉଛି । ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନା କରୁଛନ୍ତି । ତାଙ୍କ ବଜେଟ୍ ଉପସ୍ଥାପନାରେ ବିହାର ଓ ଆନ୍ଧ୍ର ପାଇଁ ବଡ ଘୋଷଣା କରିଛନ୍ତି ନିର୍ମଳା । ବଜେଟରେ ବିହାର ପାଇଁ…

ଘଡିସନ୍ଧି ମୁହୂର୍ତ୍ତରେ ବି ବଦଳିଛି ଭାରତର ଅର୍ଥନୀତିର ଭାଗ୍ୟ: ଖୋଲିଲା ନିର୍ମଳାଙ୍କ ପେଡି

ନୂଆଦିଲ୍ଲୀ: ସଂସଦରେ ଖୋଲିଲା ନିର୍ମଳାଙ୍କ ପେଡି । ଦେଶର ବିକାଶ ଦିଗରେ ଚଳିତ ବଜେଟରେ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ମଧ୍ୟବର୍ତ୍ତୀ ବଜେଟରେ ୪ଟି ଭିନ୍ନ ଜାତି ତଥା ଗରିବ, ମହିଳା, ଯୁବକ ଏବଂ କୃଷକ ଉପରେ ଧ୍ୟାନ ଦିଆଯାଇଛି । କୃଷକମାନଙ୍କ ପାଇଁ…

ବିରୋଧୀଙ୍କ ହଟ୍ଟଗୋଳ, ସାଢେ ୧୧ ଯାଏଁ ଗୃହ ମୁଲତବି

ଭୁବନେଶ୍ବର: ଆଜି ବିଜେପି ସରକାରର ବିଧାନସଭା ପ୍ରଥମ ଅଧିବେଶନର ଦ୍ବିତୀୟ ଦିନ । ପ୍ରଥମ ଦିନ ଭଳି ଦ୍ବିତୀୟ ଦିନ ଆରମ୍ଭରୁ ହିଁ ସେହି ସମାନ ପରିସ୍ଥିତି । ଏଏସଓଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ ମାରିବା ଘଟଣା ନେଇ ଗୃହ ନାରାବାଜି କରିଛି ବିରୋଧୀ ବିଜେଡି । ପ୍ରଶ୍ନକାଳ ଆରମ୍ଭରୁ ହିଁ ହଟ୍ଟଗୋଳ…

ଆସନ୍ତା ୧ରେ ଚାଷୀ ଆନ୍ଦୋଳନ, ୧୫ରେ ଟ୍ରାକ୍ଟର ରାଲି

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ବିରୋଧରେ ଆନ୍ଦୋଳନ କରିବେ ଚାଷୀ। ହରିଆଣା ଓ କେନ୍ଦ୍ର ସରକାରଙ୍କ ବିରୋଧରେ ଚାଷୀମାନେ ପୁଣି ରାସ୍ତାକୁ ଓହ୍ଲାଇବେ ବୋଲି ଘୋଷଣା କରିଛନ୍ତି। ସଂଯୁକ୍ତ କିଷାନ ମୋର୍ଚ୍ଚା ଓ କିଷାନ ମଜଦୁର ମୋର୍ଚ୍ଚା ପକ୍ଷରୁ ମିଳିତ ଭାବେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି…