Latest Odisha News

BREAKING NEWS

ଆରମ୍ଭରୁ ବିରୋଧୀଙ୍କ କଡା ଆଭିମୁଖ୍ୟ, ତ୍ୟାଗ କଲେ ଗୃହ

ଭୁବନେଶ୍ବର: ଆରମ୍ଭ ହୋଇଯାଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ଗୃହ ଆରମ୍ଭ ହେଉ ହେଉ ରାଜ୍ୟପାଳଙ୍କ ଅଭିଭାଷଣ ପୂର୍ବରୁ ଗୃହରେ ହଟ୍ଟଗୋଳ ଆରମ୍ଭ ହୋଇଯାଇଛି । ‘ଓଡିଆ ଅସ୍ମିତା’ ପ୍ରସଙ୍ଗ ଉଠାଇ ଗୃହ ତ୍ୟାଗ କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ ଦଳ ବିଧାୟକ । ଯାହା ଏଥର ବିଧାନସଭା…

କଂଗ୍ରେସ ବୈଠକରେ ଯୋଗ ଦେଲେନି ତାରା, ପଚାରିବାରୁ କିଛି ଏମିତି କହିଲେ….

ଭୁବନେଶ୍ବର: ଆଜି ବିଧାନସଭା ଅଧିବେଶନ ପୂର୍ବରୁ ବସିଥିଲା କଂଗ୍ରେସ ବିଧାୟକ ଦଳ ବୈଠକ । ବିଧାନସଭାର ୫୪ ନଂ କକ୍ଷରେ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ହେଲେ ଏହି ବୈଠକରେ ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରା ବାହିନୀପତି ଓ ରମେଶ ଜେନା…

ବିରୋଧୀଙ୍କୁ ମୋଦିଙ୍କ ଅପିଲ୍: ଦଳରୁ ଉପରକୁ ଉଠି ଦେଶର ବିକାଶକୁ ଆଗକୁ ବଢେଇବାକୁ ଏକଜୁଟ୍ ହେବା

ନୂଆଦିଲ୍ଲୀ: ଆଜିଠୁ ଆରମ୍ଭ ହେଉଛି ସଂସଦରେ ବଜେଟ୍ ଅଧିବେଶନ । ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଅଭିଭାଷଣରେ ବିରୋଧୀଙ୍କୁ  ସ୍ବ-ଉର୍ଦ୍ଧ୍ବରେ ଯାଇ ସଂସଦର ଗରିମାକୁ ଅକ୍ଷୁର୍ଣ୍ଣ ରଖିବାକୁ କହିଛନ୍ତି । ଏନେଇ ମୋଦି କହିଛନ୍ତି, ଗତ ଜାନୁଆରୀରୁ ଯିଏ ଯାହା…

ସପ୍ତମ ଥର ବଜେଟ୍ ଉପସ୍ଥାପନ କରି ଇତିହାସ ରଚିବେ ନିର୍ମଳା; ଜାଣନ୍ତୁ କିଏ ସମ୍ଭାଳିଥିଲେ ପ୍ରଥମ ବଜେଟ ଦାୟିତ୍ୱ

ନୂଆଦିଲ୍ଲୀ: ୨୦୨୩-୨୪ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ହେବ ଉପସ୍ଥାପିତ, ଆସନ୍ତାକାଲି ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ। କ୍ରମାଗତ ସପ୍ତମ ଥର ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନା କରିଥିବା ସୀତାରମଣ ଦେଶର ପ୍ରଥମ ଅର୍ଥମନ୍ତ୍ରୀ ହେବେ। ଏହାସହ ସେ ମୋରାଜୀ ଦେଶାଇଙ୍କ ରେକର୍ଡକୁ ପଛରେ ପକାଇ…

ରାଜୌରୀ ସେନା କ୍ୟାମ୍ପ୍ ଉପରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ଆହତ, ଗୁଳି ବିନିମୟ ଜାରି

ଶ୍ରୀନଗର: ଜମ୍ମୁ ଓ କାଶ୍ମୀର ରାଜୌରୀ ସେନା କ୍ୟାମ୍ପ୍ ଉପରେ ଆକ୍ରମଣ ଉଦ୍ୟମ ବିଫଳ। ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି। ଜଣେ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଅଞ୍ଚଳରେ ସର୍ଚ୍ଚ ଅପରେସନ୍‌ ଜୋରଦାର ଚାଲିଛି। ଜମ୍ମୁ କାଶ୍ମୀରରେ ସୁରକ୍ଷା ବାହିନୀ ଆତଙ୍କବାଦୀଙ୍କ…

ରାଜେନ୍ଦ୍ର ପ୍ରସାଦ ସାହୁଙ୍କ ‘ନୀରବ ଝଡ଼’ ଲୋକାର୍ପିତ

ଭୁବନେଶ୍ୱର : ପ୍ରକାଶନ ସଂସ୍ଥା ‘ଟାଇମ୍‍ପାସ୍‍’ ପ୍ରକାଶନ ପକ୍ଷରୁ ସ୍ଥାନୀୟ ଏକ ଘରୋଇ ହୋଟେଲରେ ନାଟ୍ୟକାର ରାଜେନ୍ଦ୍ର ପ୍ରସାଦ ସାହୁଙ୍କ ନଅଗୋଟି ଅପ୍ରକାଶିତ ନାଟକର ନେଇ ନାଟକ ସଙ୍କଳନ ‘ନୀରବ ଝଡ଼ ଓ ଅନ୍ୟାନ୍ୟ ନାଟକ’ ବରିଷ୍ଠ ନାଟ୍ୟକାର ରମେଶ ପ୍ରସାଦ ପାଣିଗ୍ରାହୀଙ୍କ କର କମଳରେ ଲୋକାର୍ପିତ…

ଆଜିଠୁ ସଂସଦର ବଜେଟ୍ ଅଧିବେଶନ, ସପ୍ତମ ଥର ବଜେଟ୍ ଆଣିବେ ନିର୍ମଳା

ନୂଆଦିଲ୍ଲୀ: ଆଜିଠାରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ। ଏହା ଅଗଷ୍ଟ ୧୨ ତାରିଖ ଯାଏଁ ଚାଲିବ। ଅଧିବେଶନରେ ମୋଟ ୧୯ଟି କାର୍ଯ୍ୟଦିବସ ରହିଛି। ୨୦୨୩-୨୪ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ହେବ ଉପସ୍ଥାପିତ, ଆସନ୍ତାକାଲି ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ। ନିର୍ମଳା ସୀତାରମଣ ମୋଦୀ ସରକାରଙ୍କ…

ଥାଇଲାଣ୍ଡରେ ଫସିଛନ୍ତି କେନ୍ଦ୍ରାପଡାର ୭ ଓଡ଼ିଆ ଶ୍ରମିକ, ଓଡ଼ିଶା ଫେରାଇ ଆଣିବାକୁ କଲେ ନିବେଦନ

କେନ୍ଦ୍ରାପଡ଼ା: ଥାଇଲାଣ୍ଡରେ ଫସିଛନ୍ତି କେନ୍ଦ୍ରାପଡା ଜିଲ୍ଲାର ୭ଜଣ ଓଡ଼ିଆ ଶ୍ରମିକ। ଓଡ଼ିଶା ଫେରାଇ ଆଣିବା ପାଇଁ ଭିଡିଓ ବାର୍ତ୍ତା ଜରିଆରେ ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସହଯୋଗ ଲୋଡ଼ିଛନ୍ତି ସମସ୍ତେ। ୬ ମାସ ତଳେ ଥାଇଲାଣ୍ଡ ଯାଇ ପ୍ଲାଏବୋର୍ଡ କମ୍ପାନୀରେ…

ଆଜିଠୁ ବିଧାନସଭା ଅଧିବେଶନ: ୨୩ରେ ଉପବାଚସ୍ପତି ନିର୍ବାଚନ, ୨୫ରେ ବଜେଟ ଉପସ୍ଥାପନ

ଭୁବନେଶ୍ବର: ଆଜିଠୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ସେ‌ପ୍ଟେମ୍ବର ୧୩ତାରିଖ ପର୍ଯ୍ୟନ୍ତ ବିଧାନସଭା ଚାଲିବ। ରାଜ୍ୟରେ ବିଜେପି କ୍ଷମତାକୁ ଆସିବା ପରେ ଏହା ହେବ ପ୍ରଥମ ଅଧିବେଶନ। ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବେଜେଟ…

ସ୍କୁଲ୍ ବସରେ ଅଗ୍ନି ନିରାପତ୍ତା ନିୟମର କଡ଼ା ଅନୁପାଳନ ପାଇଁ ନିର୍ଦ୍ଦେଶନାମା ଜାରି, ଖିଲାପ କଲେ ଦୃଢ଼…

ଭୁବନେଶ୍ୱର: ସ୍କୁଲ ବସରେ ଅଗ୍ନି ନିରାପତ୍ତା ନିୟମ ପାଳନକୁ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । କେନ୍ଦ୍ରୀୟ ମୋଟର ଯାନ ନିୟମ ୧୯୮୯ର ଧାରା ୧୨୫ସି ଅନୁଯାୟୀ ସମସ୍ତ ସ୍କୁଲ ବସରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ସଠିକ୍ ଅନୁପାଳନ ହେବା…