ରାତି ପାହିଲେ ବିଧାନସଭା, ବିଧାୟକ ଦଳ ବୈଠକରେ ବିରୋଧୀଙ୍କ କଡା ଆଭିମୁଖ୍ୟ
ଭୁବନେଶ୍ବର: ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । କ୍ଷମତାସୀନ ହେବା ପରେ ବିଜେପି ସରକାରର ଏହା ପ୍ରଥମ ଅଧିବେଶନ । ଆସନ୍ତାକାଲି ରାଜ୍ୟପାଳଙ୍କ ଅଭିଭାଷଣ ସହିତ ଆରମ୍ଭ ହେବ ବଜେଟ୍ ଅଧିବେଶନ । ଏହାସହିତ ଆସନ୍ତା ୨୪ ତାରିଖରେ ଉପବାଚସ୍ପତି ନିର୍ବାଚନ…