Latest Odisha News

BREAKING NEWS

ଲଗାଣ ବର୍ଷାରେ ବେହାଲ ମାଲକାନଗିରି, ବିଚ୍ଛିନ୍ନ ହେଲା କାଲିମେଳା

ମାଲକାନଗିରି: ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ବର୍ଷା ଜଳରେ ହନ୍ତସନ୍ତ ହେଉଛନ୍ତି ବାସିନ୍ଦା । ସେପଟେ ପ୍ରବଳ ବର୍ଷା ବନ୍ୟା ପରିସ୍ଥିତି ସୃଷ୍ଟି କରିଛି । ଯେଉଁ କାରଣରୁ ବିଭିନ୍ନ ସ୍ଥାନରେ ଏକାକାର ହୋଇଛି ନଦୀ, ନାଳ, ରାସ୍ତା ଓ ପୋଲ । ଏହାର ପ୍ରଭାବରେ ମାଲକାନଗିରି ମୋଟୁ…

ଆହୁରି ୩ ଦିନ ପ୍ରବଳ ବର୍ଷିବ, ୪ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଶୁକ୍ରବାର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି ।  ଏହି ଲଘୁଚାପ ପୁରୀଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୫୦ କି.ମି ଏବଂ ଗୋପାଳପୁର ପାରାଦ୍ବୀପଠାରୁ ୯୦ କି.ମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଯାହା ଘଣ୍ଟା ପ୍ରତି ୭ କି.ମି ବେଗରେ ପଶ୍ଚିମ- ଉତ୍ତର…

ଓଡ଼ିଆ ଭାଷାରେ କାର୍ଯ୍ୟ କରିବା ପାଇଁ ସରକାରୀ କର୍ମଚାରୀଙ୍କୁ ପ୍ରଶିକ୍ଷଣ

ଭୁବନେଶ୍ୱର : ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ଓଡ଼ିଆ ଭାଷା ମାଧ୍ୟମରେ କାର୍ଯ୍ୟ କରିବା ପାଇଁ ସ୍ଥାନୀୟ ସଂସ୍କୃତି ଭବନରେ ଏକ ତିନିଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ଦୁଇଶହରୁ ଅଧିକ ଜଣ କର୍ମଚାରୀ ଓ…

ଆରପାରିରେ ପଦ୍ମଶ୍ରୀ କମଳା ପୂଜାରୀ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

କଟକ: ଆରପାରିରେ ପଦ୍ମଶ୍ରୀ କମଳା ପୂଜାରୀ । କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି କମଳା ପୂଜାରୀ । ତେବେ ବାର୍ଦ୍ଧକ୍ୟତା କାରଣରୁ ଅନେକ ଦିନ ଧରି ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଠିକ୍ ରହୁନଥିଲା । ଏହାସହିତ ତାଙ୍କର କିଡନି ଜନିତ ସମସ୍ୟା ମଧ୍ୟ ରହିଥିଲା । ତେବେ ଗତ…

ମହିଳା ଏସିଆ କପ: ପାକିସ୍ତାନକୁ ହରାଇ ଭାରତର ବିଜୟ ଅଭିଯାନ ଆରମ୍ଭ

ଦାମ୍ବୁଲା: ଚଳିତ ମହିଳା ଏସିଆ କପ କ୍ରିକେଟରେ ଭାରତ ୭ ୱିକେଟରେ ପାକିସ୍ତାନକୁ ପରାସ୍ତ କରି ବିଜୟ ଅଭିଯାନ ଆରମ୍ଭ କରିଛି । ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ୧୦୮ ରନ କରିବାକୁ ସକ୍ଷମ ହୋଇଥିଲା । ଦୀପ୍ତି ଶର୍ମା ଚମତ୍କାର ବୋଲିଂ ପ୍ରଦର୍ଶନ କରି ଭାରତ ପକ୍ଷରୁ ସର୍ବାଧିକ ୩ଟି ୱିକେଟ…

ନବୀନ ହେଲେ ବିଜେଡି ରାଜ୍ୟସଭା ସଂସଦୀୟ ଦଳ ଅଧ୍ୟକ୍ଷ; ରାଜ୍ୟ ସ୍ୱାର୍ଥ ପାଇଁ ଲଢ଼ିବାକୁ ପରାମର୍ଶ

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କୁ ବିଜେଡିର ରାଜ୍ଯସଭା ସଂସଦୀୟ ଦଳ ଅଧ୍ଯକ୍ଷ ଭାବେ ନିର୍ବାଚିତ କରାଯାଇଛି। ବଜେଟ ଅଧିବେଶନ ପୂର୍ବରୁ ନବୀନ ନିବାସରେ ଆୟୋଜିତ ବୈଠକରେ ଦଳର ୯ ରାଜ୍ଯସଭା ସାଂସଦ ଯୋଗ ଦେଇଥିଲେ। ଏହି ଅବସରରେ ସମସ୍ତ ସାଂସଦଙ୍କ ଅନୁରୋଧ କ୍ରମେ ନବୀନ ପଟ୍ଟନାୟକ ଦଳର ରାଜ୍ଯସଭା…

୧୪ ହଜାର ରନ କ୍ଲବରେ ସାମିଲ ହେବା ପାଇଁ କୋହଲିଙ୍କୁ ଆବଶ୍ୟକ ୧୫୨ ରନ

ମୁମ୍ବାଇ: ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର ବିଶିଷ୍ଟ କ୍ରିକେଟ ସିରିଜ ପାଇଁ ଭାରତୀୟ କ୍ରିକେଟ ଦଳର ଘୋଷଣା ହୋଇ ସାରିଛି । ସୂର୍ଯ୍ୟକୁମାର ଯାଦବ ଟି୨୦ ଏବଂ ରୋହିତ ଶର୍ମା ଦିନିକିଆ ଦଳର ଅଧିନାୟକ ଦାୟିତ୍ୱ ତୁଲାଇବେ । ଦିନିକିଆ ସିରିଜରେ ବିରାଟ କୋହଲିଙ୍କ ନିକଟରେ ଆଉ ଏକ କୀର୍ତିମାନ ସ୍ଥାପନ…

୫.୪ ଲକ୍ଷ ଟଙ୍କା ସହ ସରପଞ୍ଚଙ୍କୁ ମାଡ଼ି ବସିଲା ଭିଜିଲାନ୍ସ

ଧର୍ମଗଡ଼: ୫.୪ ଲକ୍ଷ ଟଙ୍କା ସହ ସରପଞ୍ଚଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହାଲ ସରପଞ୍ଚ ଦୀନେଶ ରାଉତ ଅନୈତିକ ଉପାୟରେ ଟଙ୍କା ସଂଗ୍ରହ କରିଥିବା ଅଭିଯୋଗରେ ଭିଜିଲାନ୍ସ ଦ୍ଵାରା ଅଟକ ହୋଇଛନ୍ତି।‌ ନିଜ କାର୍‌ରେ ଟଙ୍କା ନେଇ ଯାଉଥିଲା ବେଳେ ପିଛା କରି ଧରିଲା…

କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟ୍‌ ପାଣି, ମାଲକାନଗିରିରୁ କାଲିମେଳା ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି: ଲଗାଣ ବର୍ଷାରେ ବୁଡ଼ିଲା ପୋଲ। ମାଲକାନଗିରିରୁ କାଲିମେଳା ଯୋଗାଯୋଗ ବିଚ୍ଛିନ୍ନ। ଲଘୁଚାପ ବର୍ଷା ପାଇଁ କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟ୍‌ ପାଣି। କାଲିମେଳାରୁ ମୋଟୁ ପର୍ଯ୍ୟନ୍ତ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ। ଏମ୍‌ଭି ୯୦ ଓ ଏମ୍‌ଭି-୯୬ ପୋଲ ଉପରେ ବର୍ଷା ପାଣି ପ୍ରବାହିତ ହୋଇଛି।…

ଅଳିଆ ଗଦା ଉପାଖ୍ୟାନକୁ ନେଇ ଭର୍ତ୍ତୃହରି-ଦେବାଶିଷ ମୁହାଁମୁହିଁ

ଭୁବନେଶ୍ୱର: ଅଳିଆ ଗଦା ଉପାଖ୍ୟାନକୁ ନେଇ ଭର୍ତ୍ତୃହରି-ଦେବାଶିଷ ମୁହାଁମୁହିଁ। ରାଜ୍ୟରେ ଯେଉଁମାନେ ଅଳିଆ ଗଦା କରିଛନ୍ତି ସେମାନଙ୍କୁ ଜେଲରେ ପୂରାଯିବ ବୋଲି ଭର୍ତ୍ତୃହରି କହିବା ପରେ ଅଳିଆ କିଏ, ତାଙ୍କ ଦଳରେ ଅଳିଆ ଅଛନ୍ତି ନା ଆମ ଦଳରେ ଅଛନ୍ତି ବୋଲି ପଚାରିଛନ୍ତି ବିଜେଡି ସାଂସଦ ଦେବାଶିଷ।…