ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ବଡ଼ ଦାୟିତ୍ୱ, ଏଜି ଭାବେ ନିଯୁକ୍ତି ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର: ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ମିଳିଲା ବଡ଼ ଦାୟିତ୍ବ। ପୀତାମ୍ବରଙ୍କୁ ଆଡଭୋକେଟ ଜେନେରାଲ ଭାବେ ହେଲେ ନିଯୁକ୍ତି। ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ଦେଲେ ରାଜ୍ୟ ସରକାର। ଆଇନ ବିଭାଗ ଦ୍ୱାରା ଏହି ବିଜ୍ଞପ୍ତି ଜାରି କରାଯାଇଛି।
ଓଡ଼ିଶା ହାଇକୋର୍ଟର ବରିଷ୍ଠ…