୧୮ରେ ଖୋଲିବ ଭିତର ରତ୍ନଭଣ୍ଡାର
ପୁରୀ: ଆସନ୍ତା ୧୮ ଅର୍ଥାତ୍ ଗୋଟେ ଦିନ ପରେ ଖୋଲିବ ଭିତର ରତ୍ନଭଣ୍ଡାର । ଏଥିପାଇଁ କମିଟି ବୈଠକରେ ନିଷ୍ପତ୍ତି ହୋଇସାରିଛି । ଏନେଇ ସୂଚନା ଦେଇଛନ୍ତି ଯାଞ୍ଚ କମିଟିର ଅଧ୍ୟକ୍ଷ ପୂର୍ବତନ ଜଷ୍ଟିସ୍ ବିଶ୍ବନାଥ ରଥ ।
ପୁଣି ଆସନ୍ତା ଗୁରୁବାର ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ…